-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ, ବେଦାନ୍ତ ସହଯୋଗରେ ହୋଇଛି ପ୍ରତିଷ୍ଠା

25-Aug-2023



ସମସ୍ତଙ୍କୁ ଭୁବନେଶ୍ୱର(ପ୍ରେରଣା ଖବର ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା  ଝାରସୁଗୁଡା ଜିଲ୍ଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ  ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆମେ ନୂଆ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍‌ପିଟାଲ ଗୁଡିକର ଉନ୍ନତିକରଣ କରୁଛୁ । ଏବଂ ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି। 

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଜୁ  ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସବୁଠାରୁ ବଡ ରୂପାନ୍ତର ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଯୋଜନାରେ ପ୍ରତି ମାସରେ ଲକ୍ଷ ଲକ୍ଷ ଲୋକ ଉପକୃତ ହେଉଛନ୍ତି। ଏହା ସହିତ ଧନୀ, ଗରିବ ସମସ୍ତଙ୍କୁ ସରକାରୀ ହସ୍‌ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ମିଳୁଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ବିକାଶର ଏକ ସୂଚକ। ସେଥିପାଇଁ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ସରକାରଙ୍କ ସହିତ ଏଥିରେ ଘରୋଇ କ୍ଷେତ୍ର ଯୋଡି ହେବା ଖୁସିର କଥା। ସମସ୍ତଙ୍କ ସହଯୋଗରେ ସ୍ୱାସ୍ଥ୍ୟସେବାର ଗୁଣାତ୍ମକ ମାନ ବୃଦ୍ଧି ପାଇବ ବୋଲି ସେ କହିଥିଲେ। ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।
 ଏହି  କାର୍ଯ୍ୟକ୍ରମରେ  ବିଧାୟିକା  ଦୀପାଳୀ  ଦାସ  ଜିଲ୍ଲପାଳ  ଓ  ବେଦାନ୍ତ ର ସି ଇ ଓ  ପ୍ରମୂଖ  ଯୋଗ ଦେଇଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like