-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ନୂତନ ନିର୍ମାଣ ବନସୁରକ୍ଷI ସମିତି କାର୍ଯ୍ୟାଳୟ ଉଦଘାଟିତ, ବିଭିନ୍ନ ପ୍ରକାର ମେସିନ୍ ବଣ୍ଟନ

26-Aug-2023



ମୁରିବାହାଲ(ସୁଦାମ ଚରଣ ସୁଦାମ ଚରଣ ବଘାର): ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବନାଞ୍ଚଳ ଗୁଡିଘାଟ ଗ୍ରାମ ପଂଚାୟତ ଅନ୍ତର୍ଗତ, ବାରବନ୍ଦ ଗ୍ରାମରେ ନୂତନ ନିର୍ମାଣ ବନ ସୁରକ୍ଷା ସମିତି କାର୍ଯାଳୟ ଓ ଗୁଡିଘାଟ ଠାରେ  ଫରେଷ୍ଟରଙ୍କ ନୂତନ କାର୍ଯ୍ୟାଳୟ  ଗୁରୁବାର ଦିନ ଉଦଘାଟିତ ହୋଇ ଯାଇଛି I ଏହା ସହ  ଜଙ୍ଗଲ ସୁରକ୍ଷା ସମିତି ର ସଦସ୍ୟ ମାନଙ୍କୁ ବିଭିନ୍ନ ପ୍ରକାରର ମେସିନ ବଣ୍ଟନ କରା ଯାଇଛି I       ଏହି ଅବସରରେ ମୁରିବାହାଲ ବନାଞ୍ଚଳ ଅଧିକାରୀ ନୀଳାଦ୍ରି ଭୋଇ କରଙ୍କ ଅଧକ୍ଷତାରେ ଆୟୋଜିତ ସମାରୋହ ରେ ଭବାନୀପାଟଣା ସର୍କଲ ର ଆର.ସି.ସି.ଏଫ ଅଶ୍ୱିନୀ କୁମାର କର ମୁଖ୍ୟ ଅତିଥି ରୁପେ ଯୋଗଦେଇ ଅନୁଷ୍ଠାନିକ ଭାବେ ଉତଘାଟନ କରି ଥିଲେ I ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର.ଡି.ଏଫ.ଓ. ନୀତିଶ କୁମାର ମଞ୍ଚାସୀନ ଥିଲେ I    ଏହି ଅବସରେ ୫ ଗୋଟି ଜଙ୍ଗଲ ସୁରକ୍ଷା କମିଟି, ବାରବନ୍ଦ, ବନବାହାଲ,ସାଲେପଡ଼ା, ବିଜମାଳ ଓ ଗୋବିନ୍ଦପୁର ର ସମସ୍ତ ସଦସ୍ୟ ମାନଙ୍କୁ ନେଇ ଏକ ସତେତନା କର୍ମଶାଳା  ଅନୁଷ୍ଠିତ ହୋଥିଲା I ଏଥିରେ ଅତିଥି ମାନଙ୍କଦ୍ୱାରା ଆର୍ଥିକ ବିକାଶ ପାଇଁ ସମିତି ର ସଦସ୍ୟ ମାନଙ୍କୁ ବିରିବଟା  ଗ୍ରାଇଣ୍ଡର ୫ ଗୋଟି, ସିଲେଇ ମେସିନ ୮ଗୋଟି ଓ ପେପର ପ୍ଲେଟ ମେସିନ ୩ ଗୋଟି ପ୍ରଦାନ କରା ଯାଇଛି I      ଏହା ସହ ଜଙ୍ଗଲ ସୁରକ୍ଷା ଦିଗରେ ଧ୍ୟାନ ଦେବା, ଉକ୍ତ ମେସିନ ମାଧ୍ୟମରେ ନିଜ ପରିବାରକୁ କିପରି ଆର୍ଥିକ ବିକାଶ

କ୍ଷେତ୍ରରେ ସାମିଲ କରି ସହାୟତା ହେବା, ସାମାଜିକ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା,ଜଙ୍ଗଲ ନଷ୍ଟ ହେବା ଫଳରେ ଆଗାମୀ ପିଢି ପାଇଁ କ୍ଷତି, ଜଳବାୟୁ ପରିବର୍ତନ, ଏବଂ ଜଙ୍ଗଲକୁ ନିଆଁଦାଉରୁ  ଓ ନଷ୍ଟ ହେବା ଦିଗରେ କିପରି ସୁରକ୍ଷା କମିଟି ଦାୟିତ୍ୱ ନେଇ ପାରିବେ ସେହି ଉପରେ ଅତିଥି ମାନେ ନିଜର ମତବ୍ୟକ୍ତ କରିଥିଲେ I ଏହି କାର୍ଯ୍ୟକ୍ରମରେ ଫରେଷ୍ଟର ପୁଷ୍ପାଞ୍ଜଳୀ ଯୋଶୀ, ରଞ୍ଜୀତ କୁମାର ସିଂଦେଓ, ଆଦିତ୍ୟ ନନ୍ଦ, ଘନଶ୍ୟାମ ପଶାୟତ ସହ ବନସୁରକ୍ଷା କମିଟି ର ସଭାପତି ସହ ସମସ୍ତ ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like