-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ବାଟ ହୁଡୁଛି ମନରେଗା ଯୋଜନା, ରାସ୍ତା ନିର୍ମାଣ ନାଁରେ ଅନୁଦାନ ଅର୍ଥ ହରିଲୁଟ ଅଭିଯୋଗ, ତଦନ୍ତ ଦାବି

26-Aug-2023



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ଗ୍ରାମାଞ୍ଚଳରେ ରାସ୍ତା ଘାଟର ଉନ୍ନତିକରଣ, ନୂତନ ପୋଖରୀ ଖନନ, ପୋଖରୀରୁ ପଙ୍କ ଉଦ୍ଧାର ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ କେନ୍ଦ୍ର ସରକାର ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଜରିଆରେ ଖଣ୍ଡପଡ଼ା ବ୍ଲକ ପ୍ରଶାସନକୁ କୋଟି କୋଟି ଟଙ୍କାର ଅନୁଦାନ ଅର୍ଥ ଯୋଗାଇ ଦେଉଛନ୍ତି। ମାତ୍ର ଵ୍ଲକ ପ୍ରଶାସନ ଉଦାସୀନତାର ସୁଯୋଗ ନେଇ କେତେକ ସ୍ଥାନରେ ଆବଶ୍ୟକତା ନଥାଈ ମଧ୍ୟ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ କରାଯାଉଥିବା ଅଭିଯୋଗ ହେଉଛି। ଫଳରେ ଅନୁଦାନ ଅର୍ଥ ପାଣିରେ ପଡ଼ିବା ସାର ହେବାସହ ମନରେଗା ଯୋଜନା କିଭଳି ବାଟ ହୁଡୁଛି ତାହା ଖଣ୍ଡପଡ଼ା ବ୍ଲକର ଶାଳଝରିଆ ପଞ୍ଚାୟତ ଅଧୀନ କୁଞ୍ଜବିହାରୀପୁର ଗ୍ରାମର ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଠାରୁ ଧାନ ଚାଷଜମି ଦେଇ ଜାମୁଡିଆକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟରେ ଦେଖିବାକୁ ମିଳେ। ଉକ୍ତ ରାସ୍ତାର ସମ୍ମୁଖ ଭାଗ ଓ ପାର୍ଶ୍ଵରେ କେନାଲ ଥିବା ବେଳେ ନିକଟସ୍ଥ ଚାଷ ଜମିରୁ ଜେସିଵି ଓ ଟ୍ରାକ୍ଟର ଯୋଗେ କିଛି ପରିମାଣର ମାଟି ଉଠାଯାଇ ରାସ୍ତାରେ‌ ପକାଯାଇଥିବା ଜଣାପଡିଛି। ରାସ୍ତାର ସମ୍ମୁଖ ଭାଗରେ ଲଗାଯାଇଥିବା ସୂଚନା ଫଳକରେ  କାର୍ଯ୍ୟ ଆରମ୍ଭ ଓ ଶେଷ ତାରିଖ ସଂପର୍କରେ କୋୖଣସି ସୂଚନା ଦିଆଯାଇନଥିବା ବେଳେ ରାସ୍ତା ନିର୍ମାଣ ବାବଦରେ ୧୦ ଲକ୍ଷ ୨୪ ହଜାର ୩୭୦ ଟଙ୍କା ଖର୍ଚ୍ଚ ହେବ ବୋଲି ଦର୍ଶାଯାଇଛି। ଆବଶ୍ୟକତା ନଥାଇ ମଧ୍ୟ କାହା ସ୍ୱାର୍ଥରେ ଓ କାହା ନିର୍ଦ୍ଦେଶରେ ଉକ୍ତ ରାସ୍ତା ନିର୍ମାଣ ନିମନ୍ତେ ଅନୁଦାନ ଅର୍ଥ ମଞ୍ଜୁର କରାଗଲା ବୋଲି ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କୁ ଅନ୍ଧାରରେ ରଖି ସ୍ଥାନୀୟ ଅଞ୍ଚଳର ଜବକାର୍ଡଧାରୀଙ୍କୁ କାର୍ଯ୍ୟରେ ନିୟୋଜିତ ନକରି ରାସ୍ତା ନିର୍ମାଣ ହୋଇଥିବା ଅଭିଯୋଗ ହେଉଛି। ମନରେଗା ଯୋଜନାରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like