-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ଜରାଜୀର୍ଣ୍ଣ ଅବସ୍ଥାରେ ଖଣ୍ଡପଡ଼ା ବିଏସଏନଏଲ୍ କାର୍ଯ୍ୟାଳୟ

26-Aug-2023



ନୟାଗଡ(ପ୍ରଦୀପ କୁମାର ପଣ୍ଡା): ଖଣ୍ଡପଡ଼ା ସହରର ବାଇପାସ୍ ରାସ୍ତା ପାର୍ଶ୍ବରେ ଥିବା ବିଏସଏନଏଲ୍ କାର୍ଯ୍ୟାଳୟ ଟି ଜରାଜୀର୍ଣ୍ଣ ଅବସ୍ଥାରେ ଦଣ୍ଡାୟମାନ। ସମୟାନୁକ୍ରମେ ଉକ୍ତ କାର୍ଯ୍ୟାଳୟ ଟି ଅଞ୍ଚଳବାସୀଙ୍କୁ ସେବା ଯୋଗାଇବା ରେ ବିଫଳ ହୋଇଥିବା ବେଳେ ଜଣେ ମାତ୍ର ଜଗୁଆଳି ଙ୍କ ଦ୍ଵାରା ଉକ୍ତ କାର୍ଯ୍ୟାଳୟ ଟି ଯଥାକଥା ରୀତି ରେ ପରିଚାଳିତ ହେଉଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ମାସମାସ ଧରି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଉକ୍ତ କାର୍ଯ୍ୟାଳୟ ପରିଦର୍ଶନ ରେ ଆସୁ ନଥିବାରୁ କାର୍ଯ୍ୟାଳୟ ଅବସ୍ଥାରେ ସୁଧାର ଆସୁନାହିଁ କିମ୍ବା ସମସ୍ୟା ଗୁଡ଼ିକର ସମାଧାନହୋଇ ପାରୁନାହିଁ। ବିଏସଏନଏଲ କାର୍ଯ୍ୟାଳୟ ଟିର ରକ୍ଷଣାବେକ୍ଷଣ ଅଭାବରୁ ଏହାର ଅବସ୍ଥା ଶୋଚନୀୟ ହୋଇ ପଡ଼ିଥିବାରୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହାର ମରାମତି ପାଇଁ ତତ୍ପରତା ପ୍ରକାଶ କରିବାକୁ ଅଭିଯୋଗ ହେଉଛି। ଖଣ୍ଡପଡା ଅଞ୍ଚଳର ସମସ୍ତ ସରକାରୀ କାର୍ଯ୍ୟାଳୟ, ମହା ବିଦ୍ୟାଳୟ ଏବଂ ଜାତୀୟ କରଣ ବ୍ୟାଙ୍କ ଶାଖା ଗୁଡ଼ିକ ବିଏସଏନଏଲର ବ୍ରଡବ୍ୟାଣ୍ଡ ସେବା ଉପରେ ସମ୍ପୂର୍ଣ୍ଣ ନିର୍ଭର କରୁଥିବା ବେଳେ ଅଧିକାଂଶ ସମୟରେ ନେଟୱାର୍କ ଫେଲ୍ ଯୋଗୁଁ ସରକାରୀ କାର୍ଯ୍ୟାଳୟ ଏବଂ ବ୍ୟାଙ୍କ୍ ଶାଖା ଗୁଡ଼ିକ ର କାର୍ଯ୍ୟ ରେ ବାଧା ସୃଷ୍ଟି ହେବାସହିତ କାର୍ଯ୍ୟାଳୟ ଗୁଡ଼ିକ ରେ ଅଚଳାବସ୍ଥା ଦେଖା ଯାଉଛି। ଏପରିକି ବିଭିନ୍ନ ସମୟରେ ଜରୁରୀକାଳୀନ ପରିସ୍ଥିତି ରେ ଇଣ୍ଟରନେଟ ସେବା ବ୍ୟାହତ ଯୋଗୁଁ ଅଞ୍ଚଳ ବାସୀ କ୍ଷୋଭ ପ୍ରକାଶ କରୁଛନ୍ତି। ଅନ୍ୟ ପକ୍ଷରେ ବିଦ୍ୟୁତ୍ କାଟ ସମୟରେ ଖଣ୍ଡପଡ଼ା ଅଞ୍ଚଳରେ ବିଏସଏନଏଲ ସେବା ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଉଛି। ଏଭଳି ଅବସ୍ଥା ଯୋଗୁଁ ବେଳ କୁ ବେଳ ଉପଭୋକ୍ତା ଙ୍କ ସଂଖ୍ୟା କମିବାରେ ଲାଗିଛି। ପ୍ରକାଶଥାଉକୀ ଉକ୍ତ କାର୍ଯ୍ୟାଳୟ ରେ ମାତ୍ର ୨୦୦୦ଟଙ୍କା ବେତନ ରେ ଜଗୁଆଳି ନିତ୍ୟାନନ୍ଦ ପଣ୍ଡା ଦିନରାତି କାର୍ଯ୍ୟ କରୁଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଉକ୍ତ ବିଏସଏନଏଲ କାର୍ଯ୍ୟାଳୟ ର ଉପରୋକ୍ତ ସମସ୍ତ ସମସ୍ୟା ଗୁଡ଼ିକର ସମାଧାନ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ଅଞ୍ଚଳ ବାସୀ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏବଂ ବ୍ୟାଙ୍କ୍ ଶାଖା ଅଧିକାରୀ ମାନେ ଦାବୀ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like