-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଆବାସ,ମୋ ଘର ଭଳି ଅନେକ ଉନ୍ନୟନ କାର୍ଯ୍ୟ ଠପ୍

26-Aug-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ):ପଞ୍ଚାୟତ ସ୍ତରରେ ଗାଁ ଗାଁ ରେ ଗରିବ ଜନସାଧାରଣଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଭୂମିକା ଅନେକ ଗୁରୁତ୍ବବହନ କରୁଛି।‌ ମାତ୍ର ୧୦ ଦିନ ହେଲା ପିଇଓ ମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରଭାବରେ ତୃଣମୂଳ ସ୍ତରରେ ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ଆଗକୁ ଚାଉଲ, ଭତ୍ତା ଟଙ୍କା ଉଠାଣରେ ସମସ୍ୟା ଦେଖାଦେବା ସମ୍ଭାବନା ରହିଛି।‌ ଏପରିକି ମନରେଗା,ସି ଏଫ ସି,ଏସ ଏଫ ସି  ଭଳି ବିଭିନ୍ନ ଯୋଜନା ରେ ଉନ୍ନୟନ କାର୍ଯ୍ୟର ବିଲ ପ‌ଇଠରେ ପିଇଓଙ୍କ ଭୂମିକା ରହିଥିବା ବେଳେ ଆନ୍ଦୋଳନ ଯୋଗୁଁ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ପ୍ରକାଶ ଯେ, ନିଖିଳ ଉତ୍କଳ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ଆହ୍ବାନ କ୍ରମେ ଗତ ୧୮ ରୁ ୨ ଦଫା ଦାବି ନେଇ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ୯ ଜଣ ପିଇଓ ଆନ୍ଦୋଳନ କୁ ଓହ୍ଲାଇଛନ୍ତି। ଏମାନଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ପ୍ରଭାବରେ ବ୍ଳକର ୧୫ ଗୋଟି ପଞ୍ଚାୟତ ରେ ଉନ୍ନୟନ କାର୍ଯ୍ୟ ସାଙ୍ଗକୁ ଜରୁରୀକାଳୀନ ଭିତ୍ତିରେ ଦିଆଯାଉଥିବା ମୃତ୍ୟୁକାଳୀନ ହରିଶ୍ଚନ୍ଦ୍ର ସହାୟତା ସହିତ ଗ୍ରାମୀଣ ଆବାସ ଘର,ମୋ ଘର, ଏପରିକି ଆଗକୁ ଭତ୍ତା, ଚାଉଳ ଉଠାଣରେ ମଧ୍ୟ ପ୍ରଭାବିତ ହେବା ଯଥେଷ୍ଟ ଆଶଙ୍କା ରହିଛି। ବୀରମହାରାଜପୁର ସଂଘ ସଭାପତି ଲିଙ୍ଗରାଜ ପଧାନ ଙ୍କ କହିବା ଅନୁସାରେ ପିଇଓଙ୍କ ଅଧିନରେ ଜି ଆର ଏସ,ଯୋଗାଣ ସହାୟକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତା ଡିଗ୍ରୀ ପାସ ରହିଛି। ପିଇଓଙ୍କ ଡିଗ୍ରୀ, ଯୋଗ୍ୟତା ମାପଦଣ୍ଡ ରଖାଯିବା ଓ ପରେ ଲେବଲ- ୫ ରୁ ଲେବୁଲ-୯ କୁ ଉନ୍ନତ କରାଯିବା ସହ ଅଭିଜ୍ଞ ତଥା ବରିଷ୍ଠତା ଭିତ୍ତିରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଭାବେ ନିଯୁକ୍ତି ପାଇଁ ସଂଘ ଦାବି କରୁଥିବା ଶ୍ରୀ ପଧାନ କହିଛନ୍ତି।  ୨୦୧୩-୧୪ ରୁ ପିଇଓଙ୍କ ପଦୋନ୍ନତି ହୋଇ ନାହିଁ। ଯାହାଫଳରେ ୧୦ ବର୍ଷ ଧରି ପଦୋନ୍ନତି ହେଉ ନାହିଁ। ସରକାର ଦାବି ପୂରଣ ନକଲେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବା ନେଇ ସୂଚନା ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like