-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦୃଷ୍ଟି ବାଧିତ କୁଶ ଭଏନା : ପାଠପଢା ପାଇଁ ଅର୍ଥ ସାଜିଛି ପ୍ରତିବନ୍ଧକ

26-Aug-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝରିଆପାଲି ପଞ୍ଚାୟତ ଅନ୍ତର୍ଗତ ତେଲିପାଲି ଗ୍ରାମର କୁଶ ଭଏନା (୨୮) । ସେ ସମ୍ପୁର୍ଣ୍ଣ ଦୃଷ୍ଟି ବାଧିତ । ମାତ୍ର ଚଳିତ ବର୍ଷ ହୋଇଥିବା ବ୍ୟାଚଲର ଅଫ ଏଜୁକେସନ (ବି.ଏଡ) ପ୍ରବେଶିକା ପରୀକ୍ଷାରେ ସଫଳ ହୋଇଥିବା ଜଣାପଡିଛି । ସେ ପ୍ରବେଶିକା ପରୀକ୍ଷାରେ ସମୁଦାୟ ୯୦ ନମ୍ବରରୁ ୫୨.୭୫ ନମ୍ବର ରଖି ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ମାତ୍ର ପରିବରର ଆର୍ଥିକ ଅବସ୍ଥା ଶୋଚନୀୟ ଥିବାରୁ ତାଙ୍କର ପାଠ ପଢିବା ନେଇ ସନ୍ଦେହ ଦେଖାଦେଇଛି । ଏଣୁ ଦୃଷ୍ଟି ବାଧିତ କୁଶ ସରକାରୀ ଭାବେ ଏବଂ ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ପାଇଁ ଅନୁରୋଧ କରିଛନ୍ତି ।
ସୁଚନାମତେ ତେଲିପାଲି ଗ୍ରାମର କୁଶ ଭଏନାଙ୍କ ବାପା ଜୁଆନି ଭଏନା ଜଣେ ଦିନ ମଜୁରିଆ । ବହୁ ଦିନରୁ ତାଙ୍କର ମାଆଙ୍କ ମୃତ୍ୟୁ ଘଟିସାରିଛି । ୨୦୧୯ରେ କୁଶଙ୍କ ମୁଣ୍ଡର ଭେନ୍ ସମସ୍ୟା ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇଥିଲେ । ଡାକ୍ତର ଏହାର ଅପରେସନ କରିବାକୁ କହିଥିଲେ । ମାତ୍ର ପରିବାରର ଆର୍ଥିକ ସମସ୍ୟା ଯୋଗୁଁ ଅପରେସନରେ ବିଳମ୍ବ ହେଲା । ମାତ୍ର ସେତେବେଳକୁ ତାଙ୍କର ଉଭୟ ଆଖି ନଷ୍ଟ ହୋଇଯାଇଥିଲା । ସେତେବେଳେ ସେ ସ୍ନାତକ ପାଠ୍ୟକ୍ରମ ପଢି ସାରିଥିଲେ । ତେବେ ସେହିଦିନ ଠାରୁ ତାଙ୍କର ପାଠପଢାରେ ସମସ୍ୟା ଦେଖାଦେଲା । ତଥାପି ଭାଙ୍ଗି ନ ଯାଇ ଗ୍ରାମର ଅନ୍ୟ ଜଣେ ଯୁବକଙ୍କ ସହାୟତା ନେଇ ପାଠ୍ୟ ପୁସ୍ତକର ପାଠ ଶୁଣି ଶୁଣି ନିଜକୁ ବିଭିନ୍ନ ଶିକ୍ଷକ ହେବା ପଇଁ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ (ଡି.ଏଲ.ଇ.ଡି ) ଓ ବ୍ୟଚଲର ଅଫ ଏଜୁକେସନ (ବି.ଏଡ୍) ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ । ସେ ଜଣେ ଲେଖନକାରଙ୍କ ସହଯୋଗ ନେଇ ଡି.ଏଲ.ଇ.ଡି ତଥା ବି.ଏଡ୍ ପ୍ରବେଶିକା ପରୀକ୍ଷା ଦେଇଥିଲେ । ପ୍ରଥମ ଥର ଡି.ଏଲ.ଇ.ଡି ପ୍ରବେଶିକା ପରୀକ୍ଷାରେ ବିଫଳ ହୋଇଥିଲେ ମଧ୍ୟ ସେ ଦ୍ବିତୀୟ ପ୍ରଚେଷ୍ଟାରେ ସଫଳ ହୋଇଥିଲେ । ସେ ସୋନପୁର ଶିକ୍ଷା ଓ ଶିକ୍ଷକ ତାଲିମ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲେ । ମାତ୍ର ଆର୍ଥିକ ସମସ୍ୟା ଯୋଗୁଁ ନାମ ଲେଖାଇ ପାରି  ଥିଲେ । ତାଙ୍କୁ ସରକାରୀ ଅବା ବେସରକାରୀ ସ୍ତରରେ ସହାୟତା ହାତ ବଢ଼ାଇବାକୁ ସେ ଅନୁରୋଧ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like