-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଳ ଏକତା ମଂଚ ନାରୀଶକ୍ତି ପକ୍ଷରୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ

26-Aug-2023



ସମ୍ବଲପୁର,୨୬:୦୮:୨୩
ଅଗ୍ରଣୀ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପଶ୍ଚିମାଞ୍ଚଲ ଏକତା ମଞ୍ଚର ନାରୀଶକ୍ତୀ  ପକ୍ଷରୁ ଆଜି ଲେଡି ଲୁଇସ୍ ଗାର୍ଲସ ହାଇସ୍କୁଲରେ ପ୍ରକୃତି କବି ଗଂଗାଧର ମେହେରଙ୍କ ଜନ୍ମଦିନ ପୁର୍ବରୁ 
ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ସ୍କୁଲର ପ୍ରଧାନ ଶିକ୍ଷକ ସୁଜିତ କୁମାର ଲୁହାଂକ ଦ୍ବାରା ଜଗତଜନନୀ ସମଲେଇ ଏବଂ ଗଂଗାଧର ମେହେରଙ୍କ ପ୍ରତିକ୍ରୁତିରେ ମାଲ୍ୟାର୍ପଣ ଏବଂ ପୁଜାବିଧାନ କରାଯିବା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଥିଲା। ଏହି ଅବସରରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ର ଆବାହକ ଭବାନୀଶ ଭୋଇ ଏବଂ ମୂଖ୍ୟ ସଂଯୋଜକ ମାନସ ରଂଜନ ବକ୍ସି  ଉପସ୍ଥିତ ରହିଥିଲେ। ପଶ୍ଚିମାଞ୍ଚଳ ଏକତା ମଂଚ  ନାରୀଶକ୍ତୀ ସଂଯୋଜିକା ପଙ୍କଜିନୀ ମେହେର ଙ୍କର୍ ତତ୍ବାବଧାନରେ ସ୍ବଭାବ କବି  ଗଙ୍ଗାଧର ମେହେର ଙ୍କର୍ କାବ୍ୟ କବିତା ଆବ୍ରୁତି ଏବଂ ଆତ୍ମଜୀବନୀ ଉପରେ ସମ୍ବଲପୁରୀ ଭାଷାରେ ବକ୍ତୃତା ଏବଂ ପ୍ରବନ୍ଧ ପ୍ରତିଯୋଗିତାରେ  ଅନେକ ଛାତ୍ରୀ ଅଂଶଗ୍ରହଣ କରିଥିଲେ ।  ବକ୍ତୃତା ପ୍ରତିଯୋଗିତା ରେ  ପ୍ରଭାତୀ ପଣ୍ଡା -ପ୍ରଥମ,  ଲିଜା ସାହୁ-ଦ୍ୱିତୀୟ,  ସିମରନ୍ ନାୟକ-ତୃତୀୟ ସ୍ଥାନ ଅଧିକାର କରିଥିଲେ । ପ୍ରବନ୍ଧ ପ୍ରତିଯୋଗିତା ରେ  ଚିନ୍ମୟୀ ସେଠ୍- ପ୍ରଥମ,  ବର୍ଷାରାଣୀ ନାୟକ-ଦ୍ୱିତୀୟ,  ଋଚିକା ରାଣୀ ପାଢୀ-ତୃତୀୟ ସ୍ଥାନ ଅଧିକାର କରିଥିଲେ ।
 ମଂଚ୍ ପକ୍ଷରୁ କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ଏବଂ ସାର୍ଟିଫିକେଟ୍ ଦେଇ  ପୁରସ୍କୃତ କରାଯାଇଥିଲା ।  ଏହି କାର୍ଯ୍ୟକ୍ରମରେ ସ୍କୁଲ ର  ଶିକ୍ଷୟିତ୍ରୀ ଅନୁପମା ପଣ୍ଡା, କମଲିନୀ ଆଚାର୍ଯ୍ୟ, ନିରୁପମା ଅଦାବର, ମଂଜୁ ସରାଫ୍, ମୋନାଲିସା ପଧାନ, ସୀମା ଶତପଥୀ, ବେଦାଂଜଳୀ ଆର୍ଯ୍ୟ କାର୍ଯ୍ୟକ୍ରମ ପରିଚାଲନା ରେ ସହଯୋଗ କରିଥିଲେ । ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ ନାରୀଶକ୍ତୀ ଜିଲ୍ଲା ସଂଯୋଜିକା ସ୍ୱସ୍ତିକା ନାୟକ, ସହ ସଂଯୋଜିକା ପଙ୍କଜିନୀ ବୈଠାରୁ, ନାରୀଶକ୍ତୀ ସହ ସଂଯୋଜିକା ଝୁନୁ ତ୍ରିପାଠୀ, ମହିଳା ସଂଯୋଜିକା କାନ୍ତି ମେହେର, ଶାଖା ସଂଯୋଜିକା ସୁଜାତା ଗୁରୁ, ଏବଂ ଲକ୍ଷ୍ମୀପ୍ରିୟା ପ୍ରଧାନ ଛାତ୍ରୀ ମାନଙ୍କୁ  ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମ ଆୟୋଜନ ରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like