-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର, ଚନ୍ଦନଭାଟି ଠାରେ ଅଭିଭାବକ ସମ୍ମିଳନୀ ପାଳନ

26-Aug-2023



ବଲାଙ୍ଗିର(ପ୍ରେରଣା ଖବର ): ସରସ୍ୱତୀ ଶିଶୁ ମନ୍ଦିର, ଚନ୍ଦନଭାଟିରେ ଅଦ୍ୟ ତା-୨୬.୦୮.୨୦୨୩ ରିଖ, ଶନିବାର ଦିନ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସାମୁହିକ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀ ରେ ସଭାପତି  ରାମଚନ୍ଦ୍ର ପ୍ରଧାନ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶ୍ରୀ ଗଣେଶ କରିଥିଲେ ତଥା  ଶିଶୁ ଗଠନ ରେ ମାଆ ମାନଙ୍କ ଭୁମିକା ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ସମ୍ପାଦକ ଡ. ଲକ୍ଷ୍ମଣ କୁମାର ମେହେର

ଉପସ୍ଥିତ ଥିଲେ।ପ୍ରଧାନ ଆଚାର୍ଯ୍ୟ ପ୍ରଭୁଦତ୍ତ ବିଶି ସମ୍ମିଳନୀ ର ଉଦ୍ଦେଶ୍ଯ କଥନ କରିଥିଲେ ତଥା ପରିବାର ହିଁ ଶିଶୁ ର ପ୍ରଥମ ବିଦ୍ୟାଳୟ ବୋଲି ଉପସ୍ଥାପନ କରିଥିଲେ।  ସମ୍ପାଦକ ଡ. ଲକ୍ଷ୍ମଣ କୁମାର ମେହେର ମାଆମାନେ ନିଜ କର୍ତ୍ତବ୍ଯକୁ ଠିକ୍ ଭାବରେ ସମ୍ପାଦନ କରି ନିଜ ଶିଶୁଙ୍କୁ ଉତ୍ତମ ପୁରୁଷ ଭାବରେ ଗଠନ କରିବାକୁ ନିଜର ଅଭିଭାଷଣ ବ୍ୟକ୍ତ କରିଥିଲେ। ବିଦ୍ୟାଳୟ ର ଶିଶୁ ଭଉଣୀ ଶ୍ରୁତି ମେହେର, ଅଞ୍ଜଳି ମେହେର, ଇପ୍ସିତା ସେନାପତି, ଶିଖା ବେହେରା, ଦୀପ୍ତି ସାହୁ, ଶ୍ରୁତି

ମେହେର ସମ୍ମିଳନୀ ପ୍ରାରମ୍ଭରେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଚର୍ଚ୍ଚା କାଳାଂଶରେ ମାଆ ମାନେ ନିଜ ନିଜର ମତାମତ ଉପସ୍ଥାପନ କରିଥିଲେ ଓ ଵିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଟିକେଶ୍ବର ମିଶ୍ର ସଭା ସଂଯୋଜନା ଓ ପରିଚୟ ସହିତ ମାଆ ମାନଙ୍କ ଶଙ୍କାମୋଚନରେ ସହଯୋଗ କରିଥିଲେ। ଆଚାର୍ଯ୍ୟ ପ୍ରଦୀପ କୁମାର ସା ଧନ୍ଯବାଦ ଅର୍ପଣ କରିଥିଲେ। ସମ୍ମିଳନୀ ରେ ୧୨୬ ଜଣ ଅଭିଭାବକ ଉପସ୍ଥିତ ଥିଲେ। ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ତଥା ସେବିକା ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମାପିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like