-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବାଟାଗୁଡ଼ା ସେବାଶ୍ରମ ହଷ୍ଟେଲରେ ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ :ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ପାଇଁ ଦାବୀ

27-Aug-2023



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ସେବାଶ୍ରମ ହଷ୍ଟେଲ ରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ ର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ମଧ୍ୟାହ୍ନରେ ପିଲାଟି ହଠାତ ଅଚେତ ହୋଇ ଯାଇଥିଲା, ନିକଟରେ ଥିବା ଅନ୍ୟ ଛାତ୍ର ମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ଚିକିତ୍ସାଳୟ ରେ ପହଞ୍ଚିବା ପୂର୍ବରୁ ଛାତ୍ରର ମୃତ୍ୟୁ ହୋଇଥିବା ବିଷୟ ଡାକ୍ତର ପ୍ରକାଶ କରିଥିଲେ । ମୃତ ଛାତ୍ର ଜଣକର ଘର କୋଟଗଡ ବ୍ଲକ ଓରା କଲୋନୀ ସାହିର ଶ୍ରୀ ନାୟକ ଙ୍କ ତିନି ଝିଅ ରେ ଏକ ମାତ୍ର ପୁଅ ହୋଇ ଥିବାରୁ ସମଗ୍ର ପରିବାର ଦୁଃଖ ରେ ଭାଙ୍ଗି ପଡିଛନ୍ତି । ଏପରି ପୂର୍ବରୁ ମଧ୍ୟ ବିଭିନ୍ନ ସେବଶ୍ରମ ଗୁଡିକ ରେ ଛାତ୍ର ଛାତ୍ରୀ ମୃତ୍ୟୁ ଘଟିବା, ଖାଦ୍ୟପେୟରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଯୋଗୁଁ ଛାତ୍ର ଛାତ୍ରୀ ଆଶ୍ରମ ଛାଡି ପଳାଇବା ଭଳି ବିଭିନ୍ନ ଅରାଜକତା ଘଟଣା ଲୋକ ଲୋଚନ କୁ ଆସିବା ପରେ ଅଭିଭାବକ ମାନେ ଆଶ୍ରମ ବିଦ୍ୟାଳୟ ରେ ନିଜ ପିଲା ମାନଙ୍କୁ ପାଠ ପଢିବା ପାଇଁ ଛାଡିବା ଉଚିତ ମନେ କରୁନାହାନ୍ତି l ଏଣୁ ଅଞ୍ଚଳ ବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଙ୍କ ତଦନ୍ତ ଦାବୀ କରିଛନ୍ତି l  ଖବର ପାଇ ବାଲିଗୁଡା ବ୍ଲକ ମଙ୍ଗଳ ଅଧିକାରୀ ଦିବେଦ ମଲ୍ଲିକ ବିଦ୍ୟାଳୟରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ତଦାରଖ କରୁଛନ୍ତି l ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ପ୍ରଧାନ ଙ୍କୁ ପଚାରିବାରୁ ସେ କିଛି ନ କହି ଘଟଣା ସ୍ଥଳରୁ ଚାଲି ଯାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like