-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭୂମି ପୂଜନ

27-Aug-2023



ବରଗଡ:-ବରଗଡ ଜିଲ୍ଲା ସୋହେଲା ବ୍ଲକ ସରକଣ୍ଡା ଗ୍ରାମରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭୂମି ପୂଜନ ହୋଇଯାଇଛି।ଏହି ଅବସରରେ ପୁର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ଶ୍ରୀ ସୁଶାନ୍ତ ସିଂ ଙ୍କ ପ୍ରତିନିଧି ଭାବେ ସୋହେଲା ବ୍ଲକର ଯୁବ ସମାଜସେବୀ ସୁବ୍ରତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।ସରକଣ୍ଡା ଗ୍ରାମର ଭୁଲିଆ ସମାଜ ଏବଂ ଗଙ୍ଗାଧର ସେନାର ଉଦ୍ୟମରେ ଏହି କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା।ପ୍ରଥମେ ଭୁଲିଆ ସମାଜ ଏବଂ ଗଙ୍ଗାଧର ସେନାର ସଦସ୍ୟ ମାନେ କବି ଗଙ୍ଗାଧର ମେହେରଙ୍କ ଜନ୍ମ ମାଟି ବରପାଲି ଠାରୁ ମାଟି ଆଣିବା ପରେ ଗ୍ରାମର ଭୁଲିଆ ସମାଜର ସମସ୍ତ ପୁରୁଷ ଓ ମହିଳା ମାନଙ୍କୁ ନେଇ ଏକ ଶୋଭଯାତ୍ରାରେ ସରକଣ୍ଡା ଗ୍ରାମର ପରିକ୍ରମା କରି ବଜାର ପ୍ରାଙ୍ଗଣରେ ପହଞ୍ଚିଥିଲେ। ଏହି ଶୋଭାଯାତ୍ରାରେ ବେହେରାପାଲି , ବରିହାପାଲି, ଦମକିପାଲି , ଜାମଛପର ଆଦି ଗ୍ରାମର ଭୁଲିଆ ସମାଜର ଲୋକେ ମଧ୍ୟ ସାମିଲ ହୋଇଥିଲେ। ନିମନ୍ତ୍ରିତ ଅତିଥିଙ୍କ ଦ୍ଵାରା ଭୂମି ପୂଜନ ପରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୁବନେତା ଶ୍ରୀ ସୁବ୍ରତ ସିଂ, ସମ୍ମାନିତ ଅତିଥି ଭାବେ ସରକଣ୍ଡା ଗ୍ରାମପଞ୍ଚାୟତ ର ସରପଞ୍ଚ ପୁଷ୍ପାଞ୍ଜଳୀ ମେହେର , କବି ଗଙ୍ଗାଧର ମେହେରଙ୍କ ଦାୟାଦ ତଥା ବରପାଲି ଭୁଲିଆ ସମାଜର ସଭାପତି ମହେନ୍ଦ୍ର ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିବା ବେଳେ ଗଜରାଜ ମେହେର , ଅଯୋଧ୍ୟା ମେହେର, ଚନ୍ଦ୍ରଶେଖର ମେହେର, ପ୍ରଶନ୍ନ ମେହେର,ଶିବ ମେହେର ,ମନବୋଧ ମେହେର ,ଦେବରାଜ ମେହେର,ରୋହିତ ମେହେର , ଭଗବାନ ମେହେର ଏବଂ

ଗୌର ମେହେର ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ଥିଲେ । ପୂର୍ବତନ ସରପଞ୍ଚ ଶ୍ରୀ ହିଟଲର ମେହେର ଏବଂ ଶ୍ରୀଫଳ ମେହେର ସଭା ପରିଚାଳନା କରିଥିଲେ ।ଏହି କାର୍ଯ୍ୟକ୍ରମରେ ସରକଣ୍ଡା ତଥା ଆଖ ପାଖ ଗ୍ରାମର ଭୁଲିଆ ସମାଜର ହଜାର ହଜାର ପୁରୁଷ ଓ ମହିଳା ମାନେ ସାମିଲ ହେଇଥିବା ବେଳେ ସରକଣ୍ଡା ଗ୍ରାମର ଭୁଲିଆ ସମାଜର ସଦସ୍ୟ ଏବଂ ଗଙ୍ଗାଧର ସେନା ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like