-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ମହାନଗର

ନିଫା ତରଫରୁ ସାଇକେଲ ଶୋଭାଯାତ୍ରା

27-Aug-2023



ଭୁବନେଶ୍ବର : ଆନ୍ତର୍ଜାତୀୟ ସମାଜସେବା ସଂଗଠନ ନିଫା ତରଫରୁ ଦେଶବ୍ୟାପୀ  ଆୟୋଜନ କରାଯାଇଥିବା ସଚେତନତା ମୂଳକ କାର୍ଯ୍ୟକ୍ରମ ସାଇକେଲ ଶୋଭାଯାତ୍ରା ୨୭ତାରିଖ ରବିବାର ସାରା ଭାରତରେ ଏକ ସମୟରେ ଅର୍ଥାତ ସକାଳ ୭ ଘଟିକାରେ ଅନୁଷ୍ଠିତ ହୋଇ ଯାଇଛି । ରାଜ୍ୟ

ସଭାପତି ଜ୍ଞାନଚାନ୍ଦ ଶତପଥୀଙ୍କ ପରିଚାଳନାରେ ଆମ ରାଜ୍ୟର ବୌଦ୍ଧ, କଣ୍ଟାବାଞ୍ଝି, ଝାରସୁଗୁଡା, ଯାଜପୁର ସମତେ ଭୁବନେଶ୍ୱରସ୍ଥିତ ସି ଆର ପି ଏଫ ସ୍କୋୟାର ପ୍ରିୟଦର୍ଶିନୀ ମାର୍କେଟରେ ଅବସ୍ଥିତ ଶିକ୍ଷା ଅନୁଷ୍ଠାନ କଂପ୍ୟୁଟର ଆପ୍ଲିକେସନ ସେଣ୍ଟରର ମୁଖ୍ୟ ପରିଚାଳକ ଦେବାଶିଷ ସ୍ୱାଇଁ, ଓ ସ୍ମୃତି ରଞ୍ଜନ ସ୍ବାଇଁଙ୍କ ସହଯୋଗରେ ଏବଂ ଜ୍ଞାନ ପ୍ରକାଶ ଓ କୋଠଘରର ମିଳିତ ଆନୁକୂଲ୍ୟରେ ନିଫାର ଖୋର୍ଦ୍ଧା ଜିଲ୍ଲା ସଭାପତି  ଅମ୍ବିକା ସ୍ବାଇଁଙ୍କ ତତ୍ତ୍ଧାବଧାନରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା ।

ଅତିଥି ଭାବରେ ପ୍ରଶାସନିକ ଅଧିକାରୀ ସ୍ୱାତିବାଳା ମହାପାତ୍ର ଯୋଗଦେଇ ଉକ୍ତ ସାଇକେଲ ଶୋଭାଯାତ୍ରା କାର୍ଯ୍ୟକ୍ରମକ ଉଦ୍ ଘାଟନ କରିଥିଲେ । ଜିଲ୍ଲା ସଭାପତି ଅମ୍ବିକା ସ୍ବାଇଁ ସାଇକେଲ ଶୋଭାଯାତ୍ରାର ଗୁରୁତ୍ୱ ଉପରେ  ସଚେତନତାମୂଳକ ବାର୍ତ୍ତା ପ୍ରଦାନ କରି, ଅଂଶଗ୍ରହଣ କରିଥିବା ବିଶ୍ୱନାଥ ଦାସ,ଶୁଭେନ୍ଦୁ ବଳ,ସତ୍ୟ ସାହୁ, ଦେବାଶିଷ କାସ୍ତ ଇତ୍ୟାଦିଙ୍କୁ ଧନ୍ୟବାଦ ସହ କୃତଜ୍ଞତା ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like