-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ନାରୀ ଶକ୍ତି ସଂଗଠନ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର

27-Aug-2023



ବଲାଙ୍ଗିର (ପ୍ରେରଣା ଖବର ): ଆଜି ଉତ୍କଳ ନଗର ସ୍ଥିତ ଏସ୍ ଏଚ୍ ଜି  ଗୃହ ଠାରେ ନାରୀ ଶକ୍ତି ସଂଗଠନ,ବଲାଙ୍ଗୀର ଓ  ମହାନଦୀ ନେତ୍ର ଚିକିତ୍ସlଳୟର ମିଳିତ ଆନୁକୂଲ୍ୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ ହୋଇଥିଲା l ବହୁ ରୋଗୀଙ୍କ ଆଖି ପରୀକ୍ଷା ସମ୍ପର୍ଣ୍ଣ କରାଯାଇ ୧୫ଜଣଙ୍କ ମାଗଣା ରେ ଅସ୍ତ୍ରୋପଚାର ପାଇଁ ମଧ୍ୟ ସୁବିଧା ହୋଇଥିଲା  ଶିବିରରେ

ସଂଗଠନର ଡ.ସନ୍ଧ୍ୟାରାଣୀ ପଣ୍ଡା, ସ୍ନିଗ୍ଧାମୟୀ ମିଶ୍ର, ପ୍ରିୟଙ୍କା ତ୍ରିପାଠୀ, ମମତା ଜେନା, ଜଗଦମ୍ବା ନାଏକ,ଅଙ୍କିତା ମହାନ୍ତି, ନୂତନ ସେନ୍ଦ୍ରିଆ ଏବଂ ନୂତନ ଦାସ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ

ଆଗକୁ ବଢ଼ିବାରେ ସାହାଯ୍ୟ କରିଥିଲେ lମହାନଦୀ ନେତ୍ର ଚିକିତ୍ସାଳୟରୁ ଆସିଥିବା ସମସ୍ତ କର୍ମଚାରୀ ମାନଙ୍କୁ ବିଶେଷ କରି ସୁଜିତ୍ ଥାପା ଙ୍କୁ ନାରୀ ଶକ୍ତି ସଂଗଠନ ତରଫ ରୁ ଅଶେଷ ଧନ୍ୟବାଦ ଜ୍ଞାପନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like