-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅନ୍ୱେଷl ହଷ୍ଟେଲରେ ଅତିରିକ୍ତ ସୁପରିଟେଣ୍ଡେଣ୍ଟ ଙ୍କ ମନୋମୁଖୀ ଶାସନ ପ୍ରତିବାଦରେ ଅଭିବାବକ ସମ୍ମିଳନୀ

27-Aug-2023



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହରରେ ଥିବା ଅନ୍ୱେଷlହଷ୍ଟେଲରେ ଅତିରିକ୍ତ ସୁପରିଟେଣ୍ଡେଣ୍ଟଙ୍କ ମନମୁଖୀ କାର୍ଯ୍ୟ ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଦୃଢ଼ ପ୍ରତିବାଦ କରି ଆଜି ଯୁଗ୍ମ ସମ୍ପାଦକ ଗିରିଧାରୀ ଭୋଇ ଙ୍କ ଆହ୍ୱାନ କ୍ରମେ ଆଜି ଅଭିବାବକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସୂଚନାଯୋଗ୍ୟ ଯେ ଗତ ତା ୨୧.୦୮.୨୩ ରିଖ ଦିନ ନିମ୍ନ ମାନର ଖାଦ୍ୟ ଖାଇ ୪୭ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ ରେ ଭର୍ତ୍ତି ହୋଇଥିବା

ସତ୍ତ୍ବେ ଅତିରିକ୍ତ ସୁପରିଷ୍ଟେଣ୍ଡେନ ମନମୁଖୀ କାର୍ଯ୍ୟ କରୁଛନ୍ତି। ଏଥିପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ପାଟଣାଗଡ ଅନ୍ବଷ୍ବା ହଷ୍ଟେଲର ଅତିରିକ୍ତ ସୁପରିଷ୍ଟେଣ୍ଡେନ ଙ୍କୁ ଅନ୍ୟତ୍ର ବଦଳି, ଖାଲି ଥିବା କର୍ମଚାରୀ ନିଯୁକ୍ତି, ଛାତ୍ରଛାତ୍ରୀ ଅନୁସାରେ ବିଜ୍ଞାନ,ଗଣିତ, ଇଂରାଜୀ ଟ୍ୟୁସନ, ଛାତ୍ରଛାତ୍ରୀ ଙ୍କ ସଂଖ୍ୟା ଅନୁସାରେ ଅଧିକ ସ୍କୁଲ ବସ୍ ଯୋଗାଇ ଦେବା, ଛାତ୍ରଛାତ୍ରୀ ଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ସହ ସାନିଟାରୀ ପେଡ ପ୍ରଦାନ

କରିବାକୁ ଦାବି କରିଛନ୍ତି। ଏହାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୃଷ୍ଟି ଆକର୍ଷଣ କରି ଯଥାଶୀଘ୍ର କାର୍ଯ୍ୟକାରୀ କରନ୍ତୁ ବୋଲି ଦାବି କରିଛନ୍ତି।ଯଦିଓ ଏହାର ସମାଧାନ ନ ହୁଏ ତାହେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସୂଚନା ଦେଇଛନ୍ତି। ଉକ୍ତ ବୈଠକରେ ଯୁଗ୍ମ ସମ୍ପାଦକ ଗିରିଧାରୀ ଭୋଇ ଙ୍କ ସହ ମମତା କୁମ୍ଭାର, ଶଙ୍କର ମୁଦୁଲି, ମାଧୁରୀ ଭୋଇ, ବୀଣା ତାଣ୍ଡି,ଲେକୃ ଧରୁଆ, ବନମାଳୀ କୁମ୍ଭାର, ହୃଷିକେଶ ଭୋଇ,ଘନ ଭୋଇ, ଗୋରେଖନାଥ ବରିହା, ଗନ୍ଧର୍ବ ବରିହା ଙ୍କ ସମସ୍ତ ଅଭିବାବକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like