-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା...କ୍ଷତିପୂରଣ ଓ ନ୍ୟାୟ ଦାବିରେ ରାଜପଥ ଅବରୋଧ: ପ୍ରତିଶୃତି ପରେ ହଟିଲା

27-Aug-2023



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ୍ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ବ ହୀନତା ଯୋଗୁଁ ଏଭଳି ଘଟଣା ଘଟିଲା । ଏଣୁ ମୃତ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ ସୁପରିଟେଣ୍ଡେଣ୍ଟ୍ ଓ ଦାୟିତ୍ବହୀନ କର୍ମଚାରୀଙ୍କୁ ନିଲମ୍ବନ ଦାବି କରି ଶବ ରଖି ରାସ୍ତା ଅବରୋଧ କରିଛନ୍ତି ଉତ୍ୟକ୍ତ ଅଞ୍ଚଳବାସୀ । ଘଟଣା ପ୍ରକାରେ ଶନିବାର  ଅପରାହ୍ନରେ ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ କୌଣସି କାରଣରୁ ତଳେ  ପଡ଼ି ଯାଇ ଅଚେତ ହୋଇପଡ଼ିଥିଲେ । ଏହାପରେ ବିଦ୍ୟାଳୟ କର୍ତ୍ତୁପକ୍ଷ ସତ୍ୟାନନ୍ଦଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ରବିବାର  ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଥିଲା ବାଲିଗୁଡ଼ା ପୋଲିସ୍ । ସେପଟେ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ୍ । ଥାନା ଅଧିକାରୀ ବାବାଶଙ୍କର ସରାଫ୍, ତହସିଲଦାର ବିଜୟ କୁମାର ସେଠୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଭିଷଣ ଭୋଇ , ବ୍ଲକ୍ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦିବେର ମଲ୍ଲିକ ପ୍ରମୁଖ  ଘଟଣା ସ୍ଥଳରେ ପହଞ୍ଚି ଜାତୀୟ ରାଜପଥ ଅବରୋଧ କରିଥିବା ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ସରକାରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା  ଆର୍ଥିକ ସହାୟତା ଯୋଗାଇବା ସହ ସରକାରୀ ନିୟମାନୁସାରେ ବଳକା କିଛି ଆର୍ଥିକ ସହାୟତା ତଦନ୍ତ ପରେ ପ୍ରଦାନ କରାଯିବା ପାଇଁ ପ୍ରତିଶୃତି ପାଇବା ପରେ ରାସ୍ତାରୋକ ହଟିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like