-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଅପରାଧ

ନବ ନିଯୁକ୍ତ ସେନା ବାହିନୀ ମାନଙ୍କୁ ଅଭିନନ୍ଦନ

28-Aug-2023



ବଲାଙ୍ଗିର (ପ୍ରେରଣା ଖବର ):ଶିବତଲା‌ ସେବା ଶାନ୍ତି ସଙ୍ଗଠନ ତରଫରୁ ତା ୨୭/୦୮/୨୦୨୩ ଦିନ ଶିବତଲା ସହୀଦ କିଶୋର ମଲ୍ଲିକ ସ୍ମୃତି ପୀଠ ସ୍ଥଳରେ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଭାରତୀୟ ସେନା ବାହିନୀ ରେ ଶିବତଲା ପଞ୍ଚାୟତର ଶତାଧିକ ଯୁବକ ନିୟୋଜିତ ଥିବାବେଳେ ନବ ନିଯୁକ୍ତ ଯୁବକ ମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ସେମାନଙ୍କ ମନୋବଳକୁ ବହୁଗୁଣିତ କରିଥିବା ବେଳେ ନୂତନ ଯୁବପିଢି ମାନେ ମଧ୍ୟ ଅନୁପ୍ରାଣିତ ହୋଇ ଜନନୀ ଜନ୍ମ ଭୂମିର ସେବା ପାଇଁ ଶପଥଗ୍ରହଣ କରିଛନ୍ତି। ସେବା ଶାନ୍ତି ସଙ୍ଗଠନର ସଂପାଦକ ହୋଲିଶ୍ଵର ଧରୁଆ ସଭା ସଂଯୋଜନା କରିଥିବା ବେଳେ ସଭାପତି ଶ୍ରୀ ନବୀନ ସାହୁ ଆୟୋଜିତ କାର୍ଯ୍ୟକ୍ରମର ଆଭିମୁଖ୍ୟ ବିଷୟରେ ଅବଗତ କରିଥିଲେ। ଅବସର ପ୍ରାପ୍ତ ସୈନିକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ବେହେରା ତାଙ୍କର ଅନୁଭୂତି ବଖାଣି ଥିଲେ, ଶ୍ରୀ ଗୋପାଳ ବେହେରା, ଶ୍ରୀ ଭୋଜରାଜ ବେହେରା ପ୍ରମୁଖ ମତାମତ ପ୍ରଦାନ କରିଥିଲେ। ଅଧ୍ୟାପକ ଶ୍ରୀଯୁକ୍ତ ନିର୍ମଳ ପାଣ୍ଡେ ନବ ନିଯୁକ୍ତ ଶ୍ରୀମାନ ତ୍ରିନାଥ ବିଶି,ଶିବା ଛତ୍ରିଆ ଓ ରାଧାକାନ୍ତ ନାଗ ଙ୍କ ପୂର୍ବ ପ୍ରସ୍ତୁତି ଓ ଯୁବ ପିଢ଼ିକୁ ବାର୍ତ୍ତା ପାଇଁ ଅନୁରୋଧ କରିଥିଲେ। ସମ୍ବର୍ଧନା ଉତ୍ସବରେ ତ୍ରିଲୋଚନ ମଲ୍ଲିକ, ହେମସାଗର ମଲ୍ଲିକ, ବିଦୁଭୁଷଣ ପ୍ରଧାନ,ରିଙ୍କୁ ଦାସ ,ତପନ ନାଏକ, ବ୍ରହ୍ମା ଭୋଇ, ମଧୁସୂଦନ ପୁଟେଲ,ରୋଶନ ସାହୁ,ରୋଶନ ବେହେରା, ପ୍ରଦୀପ ବେହେରା, ସୁରେନ୍ଦ୍ର କମ୍ପ,ବିଜୟ କୁମାର ପଟେଲ,କୃଷ୍ଣଚନ୍ଦ୍ର ଧରୁଆ, ସୋମନାଥ ମେହେର,ସଂଜୀବ ବାଗ, ସମୀର ପୋଢ, ରମେଶ ମେହେର, ପିତାମ୍ବର ପାଣ୍ଡେ,ନିରୋଜ ବଗାର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like