-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଚମକିବ ବାରପାହାଡ ଦେବୀପୀଠ, ବିକାଶ ପାଇଁ ୨୮ଲକ୍ଷ ୮୯ହଜାର ଟଙ୍କାର ଅନୁଦାନ

28-Aug-2023



ତରଭା(ପ୍ରେରଣା ଖବର): ରାଜ୍ୟସରକାର ବିଭିନ୍ନ ଧର୍ମାନୁଷ୍ଠାନ ଗୁଡିକର ଉନ୍ନତିକରଣ ପାଇଁ ଅନୁଦାନ ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ବିଭିନ୍ନ ଜିଲ୍ଲା ଗସ୍ତକରି ଲୋକଙ୍କଠାରୁ ଆପତ୍ତିଅଭିଯୋଗ ଶୁଣିଥିଲେ । ସେଥିରେ ତରଭା ବ୍ଲକ ଅନ୍ତର୍ଗତ ଦେଉଳପଦର ଗ୍ରାମପଞ୍ଚାୟତ ଅନ୍ତର୍ଗତ ରାଜପାଲି ମୌଜାରେ ଥିବା ବାରପାହାଡ ଦେବୀପୀଠର ଉନ୍ନତିକରଣ ପାଇଁ ଅଞ୍ଚଳର ଜନସାଧାରଣଙ୍କ ତରଫରୁ ୫-ଟି ସିଚବଙ୍କ ପାଖରେ ଦାବି ହୋଇଥିଲା ।ବାରପାହାଡ ରିଜର୍ଭ ଜଙ୍ଗଲ ଉପରେ ଏକ ଗୁମ୍ଫାରେ କାହିଁ କେଉଁ ଆବାହମାନ କାଳରୁ ଗଣ୍ଡ ଆଦିବାସୀଙ୍କ ଇଷ୍ଟଦେବତା ଦେବୀପାରପାହାଡ (ଲିଙ୍ଗୋ) ପୂଜା ପାଇ ଆସୁଛନ୍ତି । ଏକ ପ୍ରାକୃତିକ ପରିବେଶ ମଧ୍ୟରେ ରହିଥିବା ଏହି ଗୁମ୍ଫାରୁ ବାହାରି ଥିବା ଝରଣା ଲୋକଙ୍କୁ ଆକର୍ଷିତ କରିଥାଏ । ସେହିକ୍ରମରେ ୫-ଟି ସଚିବଙ୍କ ନିର୍ଦ୍ଦେଶରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଏହି ପୀଠର ବିକାଶ ପାଇଁ ୨୮ଲକ୍ଷ ୮୯ହଜାର ଟଙ୍କା ମଞ୍ଜୁର କରିଛନ୍ତି । ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବାଳମୁକୁନ୍ଦ ଭୂୟାଁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ଦେଇଥିବା ପତ୍ରସଂଖ୍ୟା ୭୮୭୬ ତା.୧୦.୮.୨୦୨୩ରୁ ଜଣାଯାଇଛି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପାପକ୍ଷୟଘାଟ ପାଇଁ ୪୫ ଲକ୍ଷ

ଟଙ୍କା, ସୋନପୁରର ସୁବର୍ଣ୍ଣମେରୁ ମନ୍ଦିର ପାଇଁ ୩୦ ଲକ୍ଷ ୫୭ହଜାର ଟଙ୍କା, ଉଲୁଣ୍ଡାର ମା ମେଟାକାନୀ ମନ୍ଦିର ପାଇଁ ୨୬ ଲକ୍ଷ ୯୬ହଜାର ଟଙ୍କା ଓ ତରଭା ବ୍ଲକର ରାଜପାଲିର ଦେବୀ ବାରପାହାଡପୀଠ ପାଇଁ ୨୮ଲକ୍ଷ ୮୯ ହଜାର ଟଙ୍କାର ଅନୁଦାନ ମଞ୍ଜୁର କରାଯାଇଛି । ସେହିପତ୍ର ପାଇଲା ପରେ ସୁବର୍ଣ୍ଣପୁର ଜିଲ୍ଲାପାଳ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକଙ୍କୁ ତାଙ୍କ ପତ୍ରସଂଖ୍ୟା ୮୯୯୪ ତା ୨୩.୮.୨୦୨୩ ରେ ଡିପିଆର ଓ ଅଟକଳ ପ୍ରସ୍ତୁତ କରିବାକୁ ଜଣାଇଛନ୍ତି । ଏହି ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ଏହି ଅନୁଦାନ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୋନପୁର ବିଧାୟକ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାରୀ, ୫ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଅଞ୍ଚଳବାସୀ କୃତଜ୍ଞତା ଜଣାଇଛନ୍ତି । ଏହି ଅନୁଦାନ ପାଇଁ ତରଭା ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ବିଜେଡି ସଭାପତି ସରୋଜ କମ୍ପ, ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳି କମ୍ପ, ଦେଉଳପଦର ଗ୍ରାମପଞ୍ଚାୟତର ସରପଞ୍ଚ ଗଣନାଥ ସାହୁ, ସମିତିସଭ୍ୟ ରାଜକିଶୋର ଭୁଏ, ଦେଉଳପଦର ସରପଞ୍ଚ ସୁପ୍ରୀୟା କମ୍ପ, ସମିତିସଭ୍ୟା ଭାଗ୍ୟବତୀ ସରଭଙ୍ଗ, ମେଣ୍ଡl ସରପଞ୍ଚ ଲିଜାରାଣୀ ଦଣ୍ଡସେନା ,ସମିତିସଭ୍ୟ ଲକ୍ଷ୍ମୀପ୍ରୀୟା ମିଶ୍ର, ଆଞ୍ଚଳିକ ବାରପାହାଡ ସେନା, ବାରାପାହାଡ ଉନ୍ନୟନ କମିଟି ପକ୍ଷରୁ ରାଜ୍ୟସରକାର ଓ ଜିଲ୍ଲାପ୍ରଶାସନକୁ ଧନ୍ୟବାଦ ଜ୍ଞାପନ କରାଯାଇଛି । ଦେବୀ ବାରପାହଡପୀଠ ପାଇଁ ଆସିଥିବା ୨୮ଲକ୍ଷ୮୯ହଜାର ଟଙ୍କାର ଅନୁଦାନରେ  ଏଠାରେ ପିକନିକ ପିଣ୍ଢି(୮ଲକ୍ଷ), ସୋଲାର ପାୱାର ଚାଳିତ ଜଳ ଯୋଗାଣ (୪ଲକ୍ଷ), ପରିମଳ ଡଷ୍ଟବିନ(୧ଲକ୍ଷ), ବାଇଓ ଟୟଲେଟ (୪ଲକ୍ଷ), ସିଗନେଜ(୧ଲକ୍ଷ), ସିଟିଂବେଞ୍ଚ (୨ଲକ୍ଷ)ରେ ଖର୍ଚ୍ଚ କରାଯିବ ବୋଲି  ଚିଠିରେ ନିର୍ଦ୍ଦେଶ ରହିଛି । ତେବେ ଏହି ଉନ୍ନୟନ ନେଇ ସୁବର୍ଣ୍ଣପୁର ଜିଲ୍ଲା ଦାୟୀତ୍ୱରେ ଥିବା ବଲାଙ୍ଗୀର ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଆର.କେ.ଦଳାଇଙ୍କୁ ପଚାରିବାରୁ ଖୁବଶୀଘ୍ର ଏହି ପୀଠକୁ ଏକ ବୈଷୟୀକ ଟିମ ପହଞ୍ଚି ଡିପିଆର ଓ ଅଟକଳ ପ୍ରସ୍ତୁତ କରିବେ ବୋଲି କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like