-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ପ୍ରଭାକର ରଥଙ୍କ ଜନ୍ମ ଶତ ବାର୍ଷିକୀରେ ବିଦ୍ୱାନ ବ୍ରଜ ବିହାରୀ ବହିଦାରଙ୍କ ସ୍ମାରକୀ ବକ୍ତୃତା

13-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଆଜି ପୂର୍ବାହ୍ନରେ ଲିଟେରେରୀ ଏଣ୍ଡ ସୋସିଆଲ କ୍ଲବର ସଭାକକ୍ଷରେ ବାଧିତ ଜନ ବନ୍ଧୁ ପ୍ରଭାକର ରଥ ଜନ୍ମ ଶତ ବାର୍ଷିକୀ ସମିତି ତରଫରୁ ବିଶିଷ୍ଟ ବିଦ୍ୱାନ ବ୍ରଜ ବିହାରୀ ବହିଦାରଙ୍କ ସ୍ମାରକୀ ବକ୍ତୃତା, ଉପସଭାପତି ଅରୁଣ ଖୁଆସ ଓ ସଂପାଦକ ମଧୁ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟବକ୍ତା ଭାବେ ବିଶିଷ୍ଟ କବି ତଥା ଲେଖକ ସନ୍ଦୀପ କୁମାର କୁଅଁର ଯୋଗଦେଇ ବ୍ରଜ ବିହାରୀ ଲେଖନୀରେ ସମାଜିକ ଜୀବନରର ସଂସ୍କାର ଉପରେ ତଥା ଲେଖକର ଅସହାୟତା ବିଷୟବସ୍ତୁ ଉପରେ ସାର ଗର୍ଭକ ମତାମତ ଉପସ୍ଥାପନ କରି କହିଥିଲେ ଲେଖକ ନିଜର ସ୍ୱଚ୍ଛ ମନରେ ଯାହା ବ୍ୟକ୍ତ କରିବାକୁ ଚାହୁଁଛନ୍ତି ତାହା ଲେଖନ୍ତୁ । ସେହି ଲେଖାର ପାଠକ ଆଜି ନ ହେଲେ କାଲି ମିଳିଯିବେ । ସଭା ଆରମ୍ଭରୁ ସୁନାଧର ବନଛୋର ଅତିଥି ପରିଚୟ ପ୍ରଦାନ କରିଥିଲେ । ବ୍ରଜ ବିହାରୀ ବହିଦାର ଓ ପ୍ରଭାକର ରଥଙ୍କ ଫଟୋକୃତିରେ ମାଲ୍ୟାର୍ପଣ ନେଇ ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀ ବେଦ ପଠନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରଶାନ୍ତ ଷଡଙ୍ଗୀ, ପ୍ରଦୀପ ପଶାୟତ, ରତ୍ନମୟ ତ୍ରିପାଠୀ, ମାଳତି ଉଦ୍‌ଗାତା, କସ୍ତୁରୀ ରଥ, କବିତା ମିଶ୍ର, ଅନୁପ୍ରିୟା ମିଶ୍ର, ଜ୍ୟୋତିରାଣୀ ମିଶ୍ର ଓ ମଦନ ମୋହନ ରଥ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଚୁଡେନ୍ଦ୍ର କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like