-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଶହୀଦଙ୍କ ସ୍ମୁତି ରେ ନିଷ୍ଠା ପାରିବାର ତରଫ ରୁ ଗୋଟିଏ ଦିନ ରେ ଦୁଇଟି ସ୍ଥାନରେ ରକ୍ତ ଦାନ ଶିବିର #୧୧୮, ୟୁନିଟ୍ ରକ୍ତ ସଂଗୃହିତ

28-Aug-2023



 

ଜିଲ୍ଲା. ବରଗଡ଼.ସଂଜୀବପାଣିଗ୍ରାହୀ 

ଶହୀଦ ନୀଳାଚଳ ପଟେଲ ଓ ଶହୀଦ ସୁଶାନ୍ତ କୁମାର ଖୁଣ୍ଟିଆ ଙ୍କ ସ୍ମୃତି ରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସର ରେ ମନ୍ଦୀର କମିଟି ଓ ନିଷ୍ଠା ପରିବାର ତରଫ ରୁ ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସିମା ଗ୍ରାମ ର ଶ୍ରୀ ଶ୍ରୀ ବାବା ବରାଡ ବାଲୁଙ୍କେଶ୍ବର ମନ୍ଦିର ଓ ସରସରା, ରେଙ୍ଗାଲ ପାଲି ର ଶ୍ରୀ ଶ୍ରୀ ଝାଡେଶ୍ଵର ଶିବ ମନ୍ଦିର ରେ ଦୁଇଟି ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଶ୍ରୀ ଶ୍ରୀ ବାବା ବରାଡ ବାଲୁଙ୍କେଶ୍ବର ମନ୍ଦିର, ଗାଇସିମା ର ରକ୍ତ ଦାନ ଶିବିର କୁ ଗାଇସୀମା ସରପଞ୍ଚ  ଶ୍ରୀ ଧିରେନ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ 
ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ। ବୁର୍ଲା ରକ୍ତ ଭଣ୍ଡାର ଦ୍ଵାରା ଏହି ଶିବିର ରୁ ସର୍ବମୋଟ୍ #୫୬ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା। ସେହିଭଳି ଶ୍ରୀ ଶ୍ରୀ ଝାଡେଶ୍ଵର ଶିବ ମନ୍ଦିର, ରେଙ୍ଗାଲ ପାଲି ର ରକ୍ତଦାନ ଶିବିର କୁ ପୂର୍ବତନ ସେନା ଅଧିକାରୀ ଶ୍ରୀଯୁକ୍ତ ରାମଚନ୍ଦ୍ର ଧର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ଏହି ଶିବିର ରୁ ସର୍ବମୋଟ୍ #୬୨ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା। ମନ୍ଦୀର କୁ ଆସୁଥିବା ଶ୍ରଦ୍ଧାଳୁ ମାନେ ସ୍ଵତଃ ରକ୍ତ ଦାନ କରି ବେଶ୍ ଖୁସି ଅନୁଭବ କରୁଥିଲେ। ଉଭୟ ଶିବିର ରୁ ସର୍ବମୋଟ୍ #୧୧୮ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା।ସମସ୍ତ ରକ୍ତ ଦାତା, ଶୁଭେଚ୍ଛୁ, ସହଯୋଗୀ ଓ ମନ୍ଦୀର ପରିଚାଳନା କମିଟି ର ସମସ୍ତ ସଦସ୍ୟ ମାନଙ୍କୁ ନିଷ୍ଠା ପରିବାର ତରଫ ହୃଦୟ ରୁ ଧନ୍ୟବାଦ। ନିଷ୍ଠା ପରିବାର ର ସଦସ୍ୟ ସଦସ୍ୟା ଓ ମନ୍ଦୀର ପରିଚାଳନା କମିଟି ଉପୋରକ୍ତ ଶିବିର ମାନଙ୍କର ସୁପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like