-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||     

HOME   ଜିଲ୍ଲା

ମାଲେଶ୍ରୀ ମହୋତ୍ସବର ସମୀକ୍ଷା ବୈଠକ

29-Aug-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅଷ୍ଟମ ମାଲେଶ୍ରୀ ମହୋତ୍ସବ-୨୦୨୩ ଓ ପଲ୍ଲୀଶ୍ରୀ ମେଳା ଅର୍ଥ କମିଟିର ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମହୋତ୍ସବ କମିଟିର ସଭାପତି ତଥା ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ପୂର୍ବ ବର୍ଷର ବଳକା ରାଶିକୁ ମିଶାଇ ମୋଟ ଆୟ ୧୩ ଲକ୍ଷ ୯୮ ହଜାର ୭୬୧ ହୋଇଥିବାବେଳେ ୧୦ ଲକ୍ଷ ୮୪ ହଜାର ୪୧୫ ଟଙ୍କା ବ୍ୟୟ ହୋଇଥିବା ଜଣାପଡିଛି । ମୋଟ ୩ ଲକ୍ଷ ୧୪ ହଜାର ୩୪୬ ଟଙ୍କା ବଳକା ରହିଥିବାବେଳେ ଏହା 
ନବମ ମହୋତ୍ସବରେ ଖର୍ଚ୍ଚ ହେବ ବୋଲି ଜଣାଯାଇଛି । 
ବୈଠକରେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ, ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେଶ୍ରା, ସ୍ଵୟମ୍ଭୁନାଥ ଖଣ୍ଡଗିରି, ରାମକୃଷ୍ଣ ହୋତା, ରଞ୍ଜିତ ରଥ, ପ୍ରଭାତ ଦାସ, ଅବିନାଶ ହୋତା, ଲକ୍ଷ୍ମୀନାରାୟଣ ସାହୁ, ଅଯତ୍ନ କଲତା, ଅକ୍ଷୟ ରାଏ, ଅକ୍ଷୟ ମିଶ୍ର, ସୁଧାଂଶୁ ପଣ୍ଡା, ଲଳିତ ପଟ୍ଟନାୟକ, ସଞ୍ଜୀବ ମିଶ୍ର, ପ୍ରଦୀପ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ମହୋତ୍ସବର ସମ୍ପାଦକ ତଥା ରାଜସ୍ଵ ଅଧିକାରୀ ଅଜିତ ମିର୍ଦ୍ଧା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026

You Might Also Like