-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଶିଶୁ ମନ୍ଦିରରେ ଗୀତା ଆବୃତ୍ତି

29-Aug-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ବୀରମହାରାଜପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କଟକର ପ୍ରଜ୍ଞାନ ମିଶନ୍ ତତ୍ତ୍ୱାବଧାନରେ ଗୀତା ମାଧ୍ୟମରେ ସଂସ୍କୃତିର ସଂରକ୍ଷଣ ଓ ସଂପ୍ରସାରଣ ଉଦ୍ଦେଶ୍ୟରେ ଏହା ଆୟୋଜିତ ହୋଇଥିଲା । ସୁଶାନ୍ତ ମିଶ୍ର, ପ୍ରଦୀପ ପଧାନ, ଚନ୍ଦ୍ରମଣି ବାଘ, ପଦ୍ମନାଭ ମେହେର, ସୀତାରାମ ଗୁରୁ, ମାଗୁଣି ନନ୍ଦ, ସନ୍ତୋଷିନୀ ନାୟକ, ସାବିତ୍ରୀ ବର୍ମା ପ୍ରମୁଖ  ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ଏଥିରେ ବିଚାରକ ଦାୟିତ୍ୱ ତୁଲାଇଥିଲେ । ଉପଖଣ୍ଡର ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରୁ ପ୍ରାୟ ୫୦ ଜଣ ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଜନକରାମ ପଟେଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏଭଳି ପ୍ରତିଯୋଗିତା ସମାଜ ଓ ସଂସ୍କୃତିର ସୁରକ୍ଷାରେ ସହାୟକ ଅଟେ ଏବଂ ଏହା ନିୟମିତ ହେବା ଉଚିତ ବୋଲି ମତପ୍ରକାଶ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ସଂପାଦକ ରାଜେନ୍ଦ୍ର ପଧାନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ପ୍ରଜ୍ଞାନ ମିଶନର ସଦସ୍ୟ ଅନ୍ତର୍ଯ୍ୟାମୀ ହୋତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସଦସ୍ୟ ଅଚ୍ୟୁତାନନ୍ଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ମିଶନର ରୋହିତାଶ୍ବ ଭାଇ, କରୁଣାକର ଭାଇ ଏବଂ ସ୍ଥାନୀୟ ବିଦ୍ୟାଳୟର ଫକୀର ଭାଇ ଓ ବୀରେନ୍ଦ୍ର ଭାଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like