-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମେଣ୍ଡାମାଳରେ ମହା ଆଖୁ ପଣାଶାୟି ଉତ୍ସବ

29-Aug-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପ୍ମର ଜିଲ୍ଲା ବୀରମହାରାଜପୁର ବ୍ଲକ  ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ ମେଣ୍ଡାମାଳ ଗ୍ରାମ‌ ସ୍ଥିତ ଶୈବପୀଠ ଠାରେ ପବିତ୍ର ଶ୍ରାବଣ ଶେଷ ସୋମବାର ଅବସରରେ ଗୁପ୍ତେଶ୍ୱର ମହାଦେବ ଙ୍କ ଠାରେ ଆଖୁ ପଣାରେ ଶାୟୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ବୀରମହାରାଜପୁର ସ୍ଥିତ ଜଗନ୍ନାଥ ମନ୍ଦିର ଠାରୁ ମେଣ୍ଡାମାଳ ଗ୍ରାମଯାଏ ପରିକ୍ରମା କରିଥିଲା । ଶୋଭାଯାତ୍ରା ସମୟରେ ଢୋଲ, ନିଶାନ, ଘଣ୍ଟ ବାଦ୍ୟ ଓ ମହିଳା ସଙ୍କୀର୍ତ୍ତନ ସହ ଏକ ଆଧ୍ୟାତ୍ମିକ ପରିବେଶରେ ଶୋଭାଯାତ୍ରା ବାହାରି ନିକଟସ୍ଥ ଶୈବପୀଠ ପରିସରରେ ପହଞ୍ଚି ଥିଲେ। ଏବଂ ଶାନ୍ତ ଶୃଙ୍ଖଳା ସହ ମହା ଆଖୁ ପଣାଶାୟି ଉତ୍ସବ ଅନୁଷ୍ଠିତ ହୋଇଥିଲା। ସମସ୍ତ ଶ୍ରଦ୍ଧାଳୁ ମାନେ ଶାନ୍ତି ଶୃଙ୍ଖଳା ସହ ଧାଡ଼ିରେ ଯାଇ ମହାଦେବ ଙ୍କ ଦର୍ଶନ ଲାଭ କରିଥିଲେ। ସମ୍ପୁର୍ଣ୍ଣ ହେବା ପରେ ସାମୁହିକ ପ୍ରସାଦ ସେବନ ହୋଇଥିଲା। କାର୍ଯ୍ୟକ୍ରମରେ ଅନେକ ଜନପ୍ରତିନିଧି ଓ ରାଜନେତା ସାମିଲ ହୋଇଥିଲେ । ଶାନ୍ତି ଶୃଙ୍ଖଳା ପାଇଁ ବୀରମହାରାଜପୁର ପୁଲିସ ମୃତୟନ ହୋଇଥିଲେ।ସେହିଭଳି କେଶଲଗା ସ୍ଥିତ ବାବା ଧବଳେଶ୍ବରଙ୍କ ଶୈବପୀଠରେ  ଗଙ୍ଗା ଜଳଶାୟୀ ଅନୁଷ୍ଠିତ ହୋଇଯାଇଛି । ସୁଦୂର ପ୍ରୟାଗରାଜରୁ ଏଥିପାଇଁ ଗଙ୍ଗା ଜଳ ଅଣାଯାଇଥିଲା । ଶତାଧିକ କାଉଡିଆଙ୍କ ବୋଲବମ୍ ଧ୍ବନି ସହ ସଙ୍କୀର୍ତ୍ତନ, ଦୁଲଦୁଲି, ଘଣ୍ଟ ବାଦ୍ୟ ଓ ଭକ୍ତମାନଙ୍କ ହରିବୋଲ ହୁଳହୁଳି ନାଦରେ ସ୍ଥାନୀୟ ପରିବେଶ ମୁଖରିତ ହୋଇଥିଲା । ଏହି ଅବସରରେ ବିଶାଳ ଶୋଭାଯାତ୍ରା ସହକାରେ ଗଙ୍ଗା ଜଳକୁ ପାହାଡର ପାଦଦେଶକୁ ନିଆଯାଇଥିଲା । ମଧ୍ୟାନ୍ନ ୧୨ଟା'ରେ ଜଳଶାୟୀ ସମ୍ପନ୍ନ ହୋଇଥିଲା । ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଓ ଭକ୍ତ ଧାଡିରେ ଛିଡ଼ା ହୋଇ ମହାଦେବଙ୍କ ଜଳଶାୟୀ ଦର୍ଶନ କରିଥିଲେ । ଶେଷରେ ସମସ୍ତେ ଅନ୍ନପ୍ରସାଦ ସେବନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like