-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକଙ୍କ ବିଡ଼ିଓ ଙ୍କୁ ଦାବି ପତ୍ର

29-Aug-2023




ବୀରମହାରାଜପୁର, (ବିନୋଦ ପାଣ୍ଡେ): ଓଡିଶା ରାଜ୍ୟ ଯୋଗାଣ ସହାୟକ ସଂଘ ନିର୍ଦ୍ଦେଶ କ୍ରମେ  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକର  ଯୋଗାଣ ସହାୟକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆଙ୍କୁ ୬ ଦଫା ଦାବି ପତ୍ର ପ୍ରଦାନ କରିଥିବା ଜଣାଯାଇଛି। ଆଜି ଠାରୁ ବ୍ଳକର ସମସ୍ତ କାର୍ଯ୍ୟରତ ଯୋଗାଣ ସହାୟକ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଛୁଟିରେ ରହିଲେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଉକ୍ତ ଦାବି ପତ୍ରରେ ଯୋଗାଣ ସହାୟକର ଚାକିରି ସ୍ଥାୟୀତ୍ବ ଓ ମାସିକ ଦରମା ୨୫ ହଜାରକୁ ବୃଦ୍ଧି କରିବା, ଯୋଗାଣ ସହାୟକ ନାମରେ ପିଡିଏସ ଲାଇସେନ୍ସ ପ୍ରଦାନ କରିବା, କାର୍ଯ୍ୟରତ ଯୋଗାଣ ସହାୟକଙ୍କୁ ମୃତ୍ୟୁ କାଳୀନ ସହାୟତା ରାଶି ପ୍ରଦାନ କରିବା ସହିତ ପରିବାର ବର୍ଗର ଜଣେ ସଦସ୍ୟ ଚାକିରି ଯୋଗାଇବା,ଯୋଗାଣ ସହାୟକଙ୍କୁ ପଞ୍ଚାୟତ ରାଜ ବିଭାଗ ରୁ ନିବୃତ କରି ଯୋଗାଣ ବିଭାଗ ରେ ଅନ୍ତର୍ଭୁକ୍ତ କରାଯାଇ ପଦବିକୁ ସହକାରୀ ଯୋଗାଣ ନିରୀକ୍ଷକ ନାମରେ ନାମିତ କରାଯିବା,ଇ-ପୋସ ଡିଭାଇସ୍ ପରିଚାଳନାର ପ୍ରୋତ୍ସାହନ ରାଶି ଯୋଗାଣ କୁ ପ୍ରଦାନ କରିବା , ମାସିକ ପିଡିଏସ ଆବଣ୍ଟନରେ ୨ ଶତକଡା ନିଅଣ୍ଟକୁ ଭରଣ କରିବା ପ୍ରମୁଖ ଦାବି ପତ୍ରରେ ଉଲ୍ଲେଖ ରହିଛି। ଏଥିରେ ସଂଘ ସଭାପତି ପ୍ରସନ୍ନ ପଧାନ, ସମ୍ପାଦକ ନହେଲି ମୁଖି, ମନୋଜ କୁମାର ସାହୁ, ସ୍ମରଣିକା ବିଶ୍ଵାଳ, ଅର୍ଜୁନ ପଧାନ,ଭରତ ଖମାରୀ,ଗୁରୁ କିଶୋର ଡାଙ୍ଗ, ଦେବେନ୍ଦ୍ର ପଣ୍ଡା, ବିନୋଦ ପଧାନ,ବିଭିଷଣ ଦନ୍ତା, ଚୈତନ୍ୟ ଗାଇଗୁରିଆ ଓ ତରଣୀ ମହାକୁର ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like