-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||     

HOME   ଜିଲ୍ଲା

ଅନ୍ୱେଷା ହଷ୍ଟେଲରେ ଅତିରିକ୍ତ ସୁପରିଟେଣ୍ଡେଟଙ୍କ ବଦଳି ଦାବି କଲା ଆଦିବାସୀ ସଂଘ

29-Aug-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହରର ଅନ୍ୱେଷା ହଷ୍ଟେଲ ଅତିରିକ୍ତ ସୁପରିଟେଣ୍ଡେଟଙ୍କୁ ଅନ୍ୟତ୍ର ବଦଳି ଖାଲିଥିବା ସମସ୍ତ ଷ୍ଟାଫ ନିଯୁକ୍ତି ଛାତ୍ରଛାତ୍ରୀ ଅନୁପାତରେ ବିଜ୍ଞାନ, ଗଣିତ ଓ ଇଂରାଜୀ ଟ୍ୟୁସନ ଶିକ୍ଷକ ନିଯୁକ୍ତି,ଛାତ୍ରଛାତ୍ରୀଙ୍କ ସଂଖ୍ୟା ଦୃଷ୍ଟିରୁ ଅଧିକ ସ୍କୁଲବସ,ହଷ୍ଟେଲ ରେ ପିଇବା ପାଣି ଓ ବିଜୁଳି ବ୍ୟବସ୍ଥା,ଛାତ୍ରଛାତ୍ରୀ ଙ୍କୁ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ସହ ସାନିଟାଇଜ ପେଡ଼ ପ୍ରଦାନ  ଦାବୀ ନେଇ ଆଜି ପାଟଣାଗଡ଼ ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକାରୀଙ୍କ ଯୁଗ୍ମ ଜନଶୁଣାଣୀରେ ଅନ୍ୱେଷା ଅଭିଭାବକ ସଂଘ ପାଟଣାଗଡ଼ ପକ୍ଷରୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । 
ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ.ଟି/ଏସ.ସି ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ଷ୍ଟାଣ୍ଡ।ର୍ଡ଼ ସ୍କୁଲରେ ନିଶୁଳ୍କ ପାଠ ପଢିବା ପାଇଁ ଅନ୍ୱେଷା ଯୋଜନା କରିଛନ୍ତି । କିନ୍ତୁ କିଛି ଅସାମାଜିକ, ଲୁଟେରା ଅଧିକାରୀ ମାନଙ୍କ ଅବହେଳା,ବେପାରୁଆ ମନୋବୃତି ଓ ବାଟମାରଣା ଯୋଗୁଁ ଏସ. ଟି/ଏସ.ସି ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ଅନ୍ଧାର ଆଡ଼କୁ ଗତି କରୁଛି । ଯେତେ ଯୋଜନା କଲେ ମଧ୍ୟ ସବୁ ମାଟିରେ ମିଶି ଯାଉଛି ।
ପ୍ରକାଶ ଥାଉକି ହଷ୍ଟେଲ ସୁପରିଟେଣ୍ଡେଟଙ୍କ ମନମାନି ଶାସନ ଓ ବେପାରୁଆ ମନୋବୃତି ଯୋଗୁଁ ଗତ ତା.୨୧.୦୮.୨୩ ରିଖରେ ନିମ୍ନମାନର ଖାଦ୍ୟ ଓ ବାସୀ ଖାଦ୍ୟ ଖାଇ ୪୭ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପାଟଣାଗଡ଼ ଡାକ୍ତରଖାନାରେ ଚିକିତ୍ସିତ ହୋଇଥିଲେ । ଉପରୋକ୍ତ ଦାବୀକୁ ଜିଲ୍ଲାପାଳ ମହୋଦୟ ଦୃଷ୍ଟି ଦେଇ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ ପାଖରେ ଦାବୀ କରାଯାଇଛି । ଦାବିପତ୍ର ଦେବା ସମୟରେ ଅଭିଭାବକ ସଂଘ ସଭାପତି ଆନନ୍ଦ ସିଂ ବରିହା, ମମତା କୁମ୍ଭାର,ବୀଣା ତାଣ୍ଡି,ଜଗଦୀଶ ବରିହା,ତୁଳସୀ ଭୋଇ,ହୃଷୀକେଶ ଭୋଇ,ଘନ ଭୁଏ, ମାଧୁରୀ ଭୁଏ, ଯୁଥପତି ମାଝୀ, କସ୍ତୁଭ ମାଝୀ ପ୍ରମୁଖ ଅଭିଭାବକ ମାନେ ଉପସ୍ଥିତ ଥିଲେ । ସେହିଭଳି ଉପରୋକ୍ତ ଦାବୀ ନେଇ  ଜିଲ୍ଲା ମଙ୍ଗଳ ଅଧିକାରୀ ପାଟଣାଗଡ଼,ଉପଜିଲ୍ଲାପାଳ ପାଟଣାଗଡ଼, ଜିଲ୍ଲା ମଙ୍ଗଳ ଅଧିକାରୀ ବଲାଙ୍ଗୀରଙ୍କ ଅବଗତି ଓ ବିହିତ ପଦକ୍ଷେପ ନେବା ପାଇଁ ଲିଖିତ ଭାବେ ଅଭିଯୋଗ କରାଯାଇଛି ।m


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026

You Might Also Like