-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ଶୈବପୀଠ ଠାରେ କାଉଡ଼ିଆଙ୍କ ଭିଡ, ଜଳ ଅଭିଷେକ

29-Aug-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵର ଠାରେ କାଉଡ଼ିଆ ଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ପବିତ୍ର ଶ୍ରାବଣ ମାସର  ଶେଷ ସୋମବାର ଅବସରରେ କାଉଡ଼ିଆଙ୍କ ବୋଲବମ ଧ୍ବନିରେ‌ ଶୈବପୀଠ ପ୍ରକମ୍ପିତ ହୋଇଛି। ଭୋର ୨ ଟାରୁ ମନ୍ଦିର ଖୋଲା ହୋଇ ମହାଦେବଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ମହିଲା ଓ ପୁରୁଷ କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧାନ କରି ଓ ବାହୁଙ୍ଗୀରେ ଜଳଭାର ଧରି 
ବୋଲବମ ଧ୍ବନିରେ ମନ୍ଦିର ପରିସରକୁ ଏକ ଆଧ୍ୟାତ୍ମିକ ପରିବେଶରେ  ବାବା ଗୋଧନେଶ୍ଵରଙ୍କ ଠାରେ ଜଳଲାଗି କରିଥିଲେ। ଶାନ୍ତି ଶୃଙ୍ଖଳାର ପାଇଁ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ମାନେ ସଂପୂର୍ଣ୍ଣ ଭାବେ ସହଯୋଗ କରିଥିବା ।ସେହିପରି ବୀରମହାରାଜପୁର ବ୍ଲକର ଚମ୍ପାମାଲ ସ୍ଥିତ ଚମ୍ପେଶ୍ଵର ବାବା, ସୁନାରୀବେନୀ ସପ୍ନେଶ୍ଵର ବାବ, ସୁବଳୟା,ପିତାମହୁଲ,ଚଉକା, କଲମପୁର,ଉଫୁଲା,ବର୍ଡାକଟା, ଗୈାଉଡଗାଡ ପ୍ରଭୁତି ଶୈବପୀଠ ଠାରେ ବହୁ ସଂଖ୍ୟକ ବୋଲବମ୍ ଭକ୍ତ ଜଳଲାଗି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like