-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ବୀର ସୁରେନ୍ଦ୍ର ସାଏ ଇଣ୍ଡୋର ବ୍ୟାଡ଼ମୀଣ୍ଟନ ହଲ ରେ ରାଷ୍ଟ୍ରୀୟ ଖେଳ ଦିବସ ପାଳିତ...

29-Aug-2023




ସମ୍ବଲପୁର/ ତାରିଖ  29/08/23...
ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିଅମ ଅନ୍ତର୍ଗତ ଇଣ୍ଡୋର ବ୍ୟାଡ଼ମୀଣ୍ଟନ ହଲ ରେ ସମ୍ବଲପୁର ବ୍ୟାଡ଼ମୀଣ୍ଟନ ଆସୋସିଏସନ ଓ ଆମର ବ୍ୟାଡ଼ମୀଣ୍ଟନ କ୍ଲବ ର ମିଳିତ ଆନୁକୂଲ୍ୟରେ ବିଶ୍ୱ ବିଖ୍ୟାତ ହକି ପୁରୁଷ ମେଜର ଧ୍ୟାନଚାନ୍ଦ ଙ୍କର ଜୟନ୍ତୀ ତଥା ରାଷ୍ଟ୍ରୀୟ ଖେଳ ଦିବସ  ଇତିମଧ୍ୟରେ ଆଜି ସକାଳେ ପାଳିତ ହୋଇଯାଇଛି l
ଏହି ଅବସରରେ ବ୍ୟାଡ଼ମୀଣ୍ଟନ ମ୍ୟାଚ ମଧ୍ୟ  ଆୟୋଜନ କରାଯାଇଥିଲା l
ରାଷ୍ଟ୍ରୀୟ ଖେଳ ଦିବସ  ପାଳନ ର ମୂଳ ଉଦ୍ୟେଶ୍ୟ ବିଷୟରେ  ବରିଷ୍ଠ କ୍ରୀଡ଼ାବିତ ତଥା  ଆମର ବ୍ୟାଡ଼ମୀଣ୍ଟନ କ୍ଲବ ର ସଂଯୋଜକ ସୂର୍ଯ୍ୟ ପାଣିଗ୍ରାହୀ ଆଲୋକପାତ କରିଥିଲେ l ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ, ସ୍ୱାସ୍ଥ୍ୟ ହିଁ ସମ୍ପଦ l ଜୀବନରେ ଶାନ୍ତି ପାଇଁ ଶରୀର କୁ ସୁସ୍ଥ ରଖିବା ଅତ୍ୟନ୍ତ ଜରୁରୀ l ଏହି ସଚେତନତା ବାର୍ତ୍ତା କୁ ଲୋକଙ୍କ ପାଖରେ ପହଂଚାଇବା ପାଇଁ ହିଁ ଏହି ରାଷ୍ଟ୍ରୀୟ ଖେଳ  ଦିବସ ର ଆୟୋଜନ l ସେଥିପାଇଁ ଆଜିର ଦିନରେ ସରକାର ମଧ୍ୟ ଖେଳକୁଦ କୁ ଅଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ଶ୍ରୀ ପାଣିଗ୍ରାହୀ କହିଥିଲେ l
ଶେଷରେ ସମ୍ବଲପୁର ବ୍ୟାଡ଼ମୀଣ୍ଟନ ଆସୋସିଏସନ ର ବରିଷ୍ଠ ସଭ୍ୟ ପ୍ରଶାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l
ସମ୍ବଲପୁର -(ସଂଜୀବପାଣିଗ୍ରାହୀ)ସାମ୍ବାଦିକ 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like