-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ବିଂଝାଲ ସମାଜ ସଭାପତି ଙ୍କ ମାତୃ ବିୟୋଗ ଶୋକ ବାର୍ତ୍ତା ଜଣାଇଲେ ରାଜ୍ୟ ସଭା ସାଂସଦ।

29-Aug-2023



ପାଟଣାଗଡ଼  (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ବ୍ଳକ ଲରମ୍ଭା ଗ୍ରାମ ବାଗପଡା ସର୍ବଭାରତୀୟ ବିଂଝାଲ ସମାଜ ଉପଲାଟ ସଭାପତି ତଥା ବଲାଙ୍ଗୀର ଜିଲ୍ଲା ସଭାପତି ଚନ୍ଦ୍ର ଶେଖର ବାଗ ଙ୍କ  ମାଆ ସୀତା ବାଗ ଙ୍କ  ୧୦୦ ବର୍ଷ ବୟସରେ ତାଙ୍କ ବାସଭବନରେ  ପରଲୋକ ହୋଇଛିଯାଇଛି । ଆଜି ସକାଳ ୩ ଟା ପରଲୋକ ଘଟିଥିଲା । ସେ ଜଣେ ପରୋପକାରୀ ଧର୍ମ ପାରାୟଣ ମହିଳା ଭାବେ ବେଶ ପରିଚିତ ଥିବା ବେଳେ ଦୁଃଖି ଦାରିଦ୍ର୍ୟ ଙ୍କ ପେଟ ଚିହ୍ନିବାରେ ସେ ମାଆ ଠାରୁ କମ୍ ନଥିଲେ ବୋଲି ଅଞ୍ଚଳରେ ଆଲୋଚନା ହେଉଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ର ବଡ ପୁଅ ରସିକ ,ମଝିଆ ପୁଅ ଚନ୍ଦ୍ର ଶେଖର, ସାନପୁଅ ସନୁ ଙ୍କ ସମେତ  ବୋହୂ,ନାତି ନାତୁଣୀ ଜ୍ଞାତି କୁଟୁମ୍ବ ବନ୍ଧୁ ବାନ୍ଧବମାନେ ଉପସ୍ଥିତ ଥିଲେ । ତାଙ୍କ ମୃତ୍ୟୁ ରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରକୁ  ପହଞ୍ଚି ଶେଷ ଦର୍ଶନ କରିଥିଲେ । ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି , ସର୍ବଭାରତୀୟ ବିଂଝାଲ ସମାଜ ଲାଟ ସଭାପତି ହୃଷିକେଶ ବରିହା , ସଂପାଦକ ଆଶାରାମ ବରିହା , ଶଙ୍କର ପ୍ରସାଦ ମାଝୀ , ଗୋରେଖନାଥ ବରିହା , ଚନ୍ଦ୍ର ଶେଖର ବରିହା , ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ  ସଭାପତି ଭବନେଶ୍ଵର କୁଅଁର , ସଂପାଦକ ସାରଥୀ ବାଗ ,ଯୁଗ୍ମ ସମ୍ପାଦକ ଗିରୀଧାରୀ ଭୋଇ  , ଗୌରାଙ୍ଗ ବରିହା  ପ୍ରମୁଖ ତାଙ୍କ ବିଯୋଗରେ ଗଭୀର ଶୋକ ବ୍ୟକ୍ତ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।ପରେ ଏକ ଶୋକାକୁଳ ପରିବେଶ ରେ ନିଜ ପୈତୃକ ଗ୍ରାମ ଲରମ୍ଭା ରେ ଅନ୍ତୈଷ୍ଟିକ୍ରୟା ସମ୍ପନ୍ନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like