-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||     

HOME   ଜିଲ୍ଲା

ଦୀପାଙ୍କ ପ୍ରୟାସରେ କର୍କଟ ରୋଗୀଙ୍କୁ ମିଳିଲା ୩୦ ହଜାର ଆର୍ଥିକ ସହାୟତା

30-Aug-2023



ବରଗଡ଼ // ହଜାର ହଜାର ଅସହାୟ ଲୋକଙ୍କ ପାଇଁ ଆଶାବାଡି ସାଜିଥିବା ଟ୍ୱିଟର ଗାର୍ଲ ଭାବେ ଜଣାଶୁଣା ଟେମରି ଗ୍ରାମର ସ୍ବେଚ୍ଛାସେବୀ ଦୀପା ବାରିକ ସାଧାରଣ ଲୋକଙ୍କ ପାଇଁ ପ୍ରତିଦିନ ସଂଘର୍ଷ କରୁଥିବା ପରିଲକ୍ଷିତ ହୁଏ।


ବରଗଡ:-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରି ଗ୍ରାମର ଝାନ୍ସୀ ସିଂ ବରିହା ବୟସ ୧୯ ବର୍ଷ।ସେ ଗତ ଏକ ବର୍ଷ ହେଲା କର୍କଟ ରୋଗରେ ଆକ୍ରାନ୍ତ ହୋଇ ଏମ୍ସ ଭୁବନେଶ୍ୱର ଠାରେ ଚିକିତ୍ସିତ ହେଉଛନ୍ତି। ସେ ଗତବର୍ଷ ତାଙ୍କ ବାପାଙ୍କୁ ହରାଇଛନ୍ତି, ତେଣୁ ତାଙ୍କ ଆର୍ଥିକ ଅବସ୍ଥା ଠିକ ନ ଥିବାରୁ ଚିକିତ୍ସା ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ

ସହଯୋଗ ର ହାତ ବଢ଼େଇଥିଲେ ନିଜ ଗାଁର ସ୍ବେଚ୍ଛାସେବୀ ଦୀପା ବରିକ।ଚଳିତ ଅଗଷ୍ଟ ମାସ ୭ତାରିଖରେ ଦୀପା ବାରିକ ଝାଂସୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗେଇ ଦେବା ପାଇଁ ବରଗଡ଼ ଜିଲ୍ଲାପାଳଙ୍କ ଠାରେ ଦରଖାସ୍ତ ଲେଖି ଅନୁରୋଧ କରିଥିଲେ। ବରଗଡ଼ ଜିଲ୍ଲାପାଳ ମୋନିଷା ବାନାର୍ଜୀ ଘଟଣାର ଗମ୍ଭୀରତାକୁ ଅନୁଭବ କରିବା ସହ ଝାନ୍ସୀ ଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗେଇ ଦେଇଛନ୍ତି।ଏହାପରେ ବିପଦ ସମୟରେ ଛିଡ଼ା ହୋଇଥିବାରୁ ଝାଂସୀଙ୍କ ପରିବାର ବର୍ଗ ଦୀପାଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି।ଏଠାରେ ସୂଚନାଯୋଗ୍ୟ ଯେ ଦୀପା ଗତ କିଛି ବର୍ଷ ହେଲା ଅନବରତ ଭାବେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଅସହାୟ ଲୋକଙ୍କୁ ସହାୟତା ଯୋଗାଇ ଦେବା ପାଇଁ ନିଃସ୍ୱାର୍ଥପର ଭାବେ କାମ କରିଆସୁଛନ୍ତି।ନିଜ ଗାଁର ଜଣେ ଝିଅ ଏଭଳି ବିପଦରେ ଥିବାରୁ ତାହାର ଚିକିତ୍ସା ସମ୍ପୂର୍ଣ୍ଣ ହେବା ଯାଏଁ ଯଥାସମ୍ଭବ ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026

You Might Also Like