-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

30-Aug-2023



ବଲାଙ୍ଗିର /ତରଭା(ଅନ୍ତର୍ଯ୍ୟାମୀସାହୁ ): ସ୍ଥାନୀୟ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସାହିତ୍ୟିକ ଦେବେନ୍ଦ୍ର କୁମାର ନାଏକଙ୍କ ସଭାପତିତ୍ବରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇ ଯାଇଛି।ଏହି ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ନୀଳକାନ୍ତି ପଟ୍ଟନାୟକ ମୁଖ୍ୟ ଅତିଥି ଓ ପୂର୍ବତନ ନଗରପାଳ ଶୈଳେନ୍ଦ୍ର ସାହୁ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ।ସଭା ପ୍ରାରମ୍ଭରେ ଗଙ୍ଗାଧର ମେହେରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ବଳନ ପରେ ଗଙ୍ଗାଧରୀୟ ସାହିତ୍ୟକୁ ନେଇ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ପାଦକୀୟ ବିବରଣୀ ପଠନ କରିଥିଲେ। ଜନ୍ମଭୂମି ବରପାଲିସ୍ଥିତ କବି ସ୍ମୃତି ସଦନଠାରେ ଗଙ୍ଗାଧରଙ୍କ ଚିଠିପତ୍ର,

ଗ୍ରନ୍ଥାବଳୀ, ପାଣ୍ଡୁଲିପି, ତାଙ୍କ ବ୍ୟବହୃତ କୋଟ,ଖଟ, ଗ୍ଲାସ୍,ଥାଳି,କଲମ,ଦୁଆତ ସମେତ ଅନେକ ସାମଗ୍ରୀର ରକ୍ଷଣାବେକ୍ଷଣ କରି ସରକାରୀ ସ୍ତରରେ ମେହେର ସଂଗ୍ରହାଳୟ ପ୍ରତିଷ୍ଠା ନିମନ୍ତେ ପଦକ୍ଷେପ ନିଆଯିବାର ସମୟ ଉପନୀତ।କବିଙ୍କ ଜନ୍ମଭୂମି - କର୍ମଭୂମି ଅଞ୍ଚଳକୁ ଗଙ୍ଗାଧର ତୀର୍ଥକ୍ଷେତ୍ରଭାବେ ରାଜ୍ୟ ସରକାର ଘୋଷଣା କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ବକ୍ତାମାନେ ମତ ବ୍ୟକ୍ତ କରିଥିଲେ।

      ସେହିପରି ଦ୍ବିତୀୟ ଅଧିବେଶନରେ ଆୟୋଜିତ କୋସଲୀ କବିତା ଆସରରେ କବି ଲୋକନାଥ ଦଳବେହେରା ଅଧ୍ୟକ୍ଷତା କରିଥିବାବେଳେ ଯୁବକବି ହିରଣ୍ମୟ ପଟ୍ଟନାୟକ ଓ ସଞ୍ଜୀବ ସେଠି ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡେ଼ାଶୀ ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ତିରିଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତାମାନ ପାଠ କରିଥିଲେ।ଏହି ସାରସ୍ବତ କାର୍ଯ୍ୟକ୍ରମରେ ରୋଶନ ସାହୁ, ବାବୁଲା ପଣ୍ଡା, ରାଜେଶ ଦଣ୍ଡସେନା, ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ଓ କପିଳାସ ସେଠ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଶ୍ରୀ ପଟ୍ଟନାୟକ ମଞ୍ଚ ପରିଚାଳନା କରିବା ସଙ୍ଗେସଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like