-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ସଂସ୍କୃତ ଦିବସ ପାଳିତ

31-Aug-2023



ବରଗଡ:-ଆଜି ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ବରେ ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ସଂସ୍କୃତ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରୀ ଅର୍ଚ୍ଚନା ବେହେରା, ଆକାଂକ୍ଷା ତାଣ୍ଡୀ, ଲକ୍ଷ୍ମୀପ୍ରିୟା କୁମ୍ଭାର ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବେହେରା ଭାରତୀୟ ସଂସ୍କୃତି, ପରମ୍ପରା, ବେଦ, ବେଦାଙ୍ଗ, ଉପନିଷଦ ଆଦିକୁ ଅବତାରଣା ଦେଇ ବିଶ୍ୱ କୁଟୁମ୍ବ ଉପରେ ବର୍ଣ୍ଣନା କରିଥିଲେ। ଶିକ୍ଷକ ପଞ୍ଚାନନ ମାଝୀ, ସୁବଳ ଠାକୁର ଓ ମନୋଜ କୁମାର ପାଢୀ ସଂସ୍କୃତ ଭାଷାର ମହନୀୟତା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ସଂସ୍କୃତ ଶିକ୍ଷକ ଧର୍ମେନ୍ଦ୍ର କୁମାର ରାଉତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶିକ୍ଷକ ରଜତ କୁମାର ଚୌହାନ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରୀକା ଯୋଶୀ  ତଥା ଶିକ୍ଷକ ମାଗିଧର ଦାଶ,  ବଳଦେବ ସାହୁ, ପ୍ରଫୁଲ୍ଲ କୁମାର ସାଗର, ବିଶ୍ଵଜିତ ସାହୁ କାର୍ଯ୍ୟକ୍ରମରେ ସହାୟତା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk