-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସି.ଆର ପି.ଏଫ ଜବାନଙ୍କୁ ରାକ୍ଷୀ ବାନ୍ଧିଲେ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ର ନାରୀଶକ୍ତି*

31-Aug-2023



 

     ସମ୍ବଲପୁର ତା.୩୧/୦୮ - ଭାରତୀୟ ସଂସ୍କୃତି ରେ ଭାଇ ଭଉଣୀର ସମ୍ପର୍କ ଅତୁଳନୀୟ । ଏହି ସ୍ନେହ ପ୍ରେମ ଭରା ପୁଣ୍ୟ ପବିତ୍ର ବନ୍ଧନକୁ ଆହୁରି ମଜବୂତ କରିଥାଏ ରକ୍ଷା ବନ୍ଧନ ଭଲି ମହାନ୍ ପରମ୍ପରା ।
    ସମ୍ବଲପୁରୀ ଭାଷା, ସାହିତ୍ୟ ସଂସ୍କୃତି, ପରମ୍ପରା କୁ ଆହୁରି ଋଦ୍ଧିବନ୍ତ ଓ ସାଣିତ କରିବାର ପ୍ରଚେଷ୍ଟା ସହ ପଶ୍ଚିମାଞ୍ଚଳ ର ଅଧିକାର ପାଇଁ ଲଢେଇ କରି ଆସୁଥିବା ଅଞ୍ଚଳର ଅଗ୍ରଣି ସାମାଜିକ ସାଂସ୍କୃତିକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ଚଳିତ ବର୍ଷ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ କୁ ଏକ ନିଆରା ଢଙ୍ଗରେ  ପାଲନ କରିଛି । 
     ଆଜି ପବିତ୍ର ରକ୍ଷା ବନ୍ଧନ ଅବସରରେ ଗୋଶାଳା ସ୍ଥିତ ସି.ଆର.ପି.ଏଫ ଗ୍ରୁପ ସେଣ୍ଟର କୁ ଯାଇ ଜବାନ ମାନଙ୍କ ହାତରେ ସମ୍ବଲପୁରୀ ରାକ୍ଷୀ ବାନ୍ଧିଛନ୍ତି ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ର ନାରୀଶକ୍ତି ର ସଦସ୍ୟା ମାନେ ।
     ଜବାନ ମାନେ ନିଜ ପରିବାର ଠାରୁ ଦୁରରେ ରହି ଦେଶପାଇଁ ଜାଗ୍ରତ ପ୍ରହରୀ ସାଜିଛନ୍ତି । ଦେଶ ର ସୀମା କୁ ସୁରକ୍ଷିତ ରଖିବା ସହିତ ଦେଶବାସୀ ଙ୍କ ଧନ ଜିବନ ରକ୍ଷା ପାଇଁ ବଲିଦାନ ଦେଉଛନ୍ତି । ସେଥିପାଇଁ ସେମାନଙ୍କ ହାତ ରେ ରାକ୍ଷୀ ବାନ୍ଧି ପାରିବାରିକ ଓ ଆତ୍ମିୟତା ର ଭାବନା ସ୍ରୁଷ୍ଟି କରିବା ପାଇଁ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ର ମହିଳା ସଦସ୍ଯା ମାନେ  ସି.ଆର.ପି.ଏଫ ଗ୍ରୁପ ସେଣ୍ଟର ପରିସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ର ଆୟୋଜନ କରିଥିଲେ । 
    ରାଷ୍ଟ୍ରଭକ୍ତି ର ଏଇ ପୁଣ୍ୟ ପବିତ୍ର କାର୍ଯ୍ୟକ୍ରମ୍ ରେ ଡେପୁଟି କମାଣ୍ଡେଷ୍ଟ *ପର୍ଶୁରାମ କୁଣ୍ଡୁ* ଓ ଏସିଷ୍ଟେଣ୍ଟ କମାଣ୍ଡେଷ୍ଟ୍ *ସୁଶାନ୍ତ ସାହୁ* ସାମିଲ ହୋଇ ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ କୁ ସ୍ବାଗତ କରିଥିଲେ । ନାରୀଶକ୍ତି ର ସଦସ୍ୟା ମାନେ ଫୁଲ ସିନ୍ଦୁର ଏବଂ ଦୀପ ଦେଇ ପୁଜାର୍ଚନା କରିବା ପରେ ସମ୍ବଲପୁରୀ କପଡାରେ ତିଆରି ରାକ୍ଷୀକୁ ଜବାନ ମାନଙ୍କ ହାତରେ ବାନ୍ଧି ଥିଲେ । ପଶ୍ଚିମାଞ୍ଚଲ୍ ଏକତା ମଞ୍ଚ୍ ସମ୍ବଲପୁରୀ ଭାଷା ସଂସ୍କୃତି ର ପ୍ରଚାର ପ୍ରସାର ସହ ରାଷ୍ଟ୍ର ପ୍ରେମକୁ ନେଇ କରୁଥିବା ଅଭିନବ ପ୍ରୟାସକୁ ଡେପୁଟି କମାଣ୍ଡର ପ୍ରଶଂସା କରିଥିଲେ ।
     ଆଜିର ପବିତ୍ର ରକ୍ଷାବନ୍ଧନ କାର୍ଯ୍ୟକ୍ରମ୍ ରେ ସଂଯୁକ୍ତା ପ୍ରଧାନ, ସ୍ୱସ୍ତିକା ନାୟକ, ଝୁନୁ ତ୍ରିପାଠୀ , କାନ୍ତି ମେହେର, ପଙ୍କଜିନୀ ବୈଠାରୁ, ସୁଜାତା ଗୁରୁ , ସଂଯୁକ୍ତା ଆଚାର୍ଯ୍ୟ, ମଞ୍ଜୁଲତା ପଣ୍ଡା, ପଙ୍କଜିନୀ ମେହେର ପ୍ରମୁଖ ସାମିଲ ହୋଇ ଥିଲେ ।
     କାର୍ଯ୍ୟକ୍ରମ ଆୟୋଜନ ରେ ଶରତ ବହିଦାର, ଶଙ୍କର ମେହେର, ମନୋଜ ସାହୁ, ସଞ୍ଜୀବ ଠାକୁର, ମୁଖ୍ଯ ସଂଯୋଜକ ମାନସ ରଞ୍ଜନ ବକ୍ସି, ଆବାହକ ଭବାନୀଶ ଭୋଇ,ଦେବାଷିଶ ବେହେରା 
ଏବଂ ରାହୁଲ ଗୁପ୍ତା ସହଯୋଗ କରିଥିଲେ ।
ସମ୍ବଲପୁର-ସଞ୍ଜିବ ପାଣିଗ୍ରାହୀ -ସାମ୍ବାଦିକ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like