-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜେଲ୍ ରେ ଶ୍ରୀରାମ ଭକ୍ତ ଙ୍କୁ ରାକ୍ଷୀ ଓ ମିଷ୍ଟାନ୍ନ ପହଞ୍ଚେଇଲା ବିଜେପି ମହିଳା ମୋର୍ଚ୍ଚା*

31-Aug-2023




      ସମ୍ବଲପୁର ତା.୩୧/୦୮ - ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଜେପି ମହିଳା ମୋର୍ଚ୍ଚା ତରଫ ରୁ ରକ୍ଷା ବନ୍ଧନ ଉତ୍ସବ ପାଳନ ହୋଇଥିଲା । ପ୍ରଥମେ ଦଳୀୟ କାର୍ଯ୍ୟାଳୟରେ ବିଜେପି କର୍ମୀ ଓ ପଦାଧିକାରୀ ଙ୍କୁ ରାକ୍ଷୀ ବାନ୍ଧିଲା ପାରେ ମହିଳା ମୋର୍ଚ୍ଚା କର୍ମୀ ପହଞ୍ଚି ଥିଲେ ସମ୍ବଲପୁର ଜେଲ୍ ରେ । ଚଳିତ ବର୍ଷ ପବିତ୍ର ହନୁମାନ ଜୟନ୍ତି ସମୟରେ ହୋଇଥିବା ଅଘଟଣା କୁ ନେଇ ଗିରଫ ହୋଇ ଜେଲ ରେ ଥିବା ଶ୍ରୀରାମ ଭକ୍ତ ମାନଙ୍କୁ ରାକ୍ଷୀ ପିନ୍ଧେଇବା ଉଦ୍ଦେଶ୍ୟ ରେ । ଜେଲ୍ କତୃପକ୍ଷ ହନୁମାନ ଜୟନ୍ତି ସମନ୍ଵୟ ସମିତି ର ସାଧାରଣ ସମ୍ପାଦକ ସମିର ରଞ୍ଜନ ବବୁ ଙ୍କୁ ମୁଖ୍ୟ ଦ୍ଵାର ପାଖକୁ ଡାକିଥିଲେ । ମହିଳା ମୋର୍ଚ୍ଚା ର ସଦସ୍ୟା ଗଣ ସମସ୍ତ ଶ୍ରିରାମ ଭକ୍ତ ଙ୍କ ପାଇଁ ସାଙ୍ଗରେ ନେଇଥିବା ରାକ୍ଷୀ ଓ ମିଷ୍ଟାନ୍ନ କୁ ଶ୍ରିଵାବୁ ଙ୍କ ହାତରେ ଭିତରକୁ ପଠେଇ ଦେଇ ଫେରି ଆସିଥିଲେ ।
     ଆଜିର କାର୍ଯ୍ୟକ୍ରମ ରେ ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ, ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରି ଅନ୍ନପୂର୍ଣ୍ଣା ବାରିକ, ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା, କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଙ୍କ ସମେତ ରୁନୁ ପ୍ରଧାନ, ପ୍ରଭାସିନୀ ଦାଶ, ବିଦ୍ୟୁତପ୍ରଭା ଯୋଶୀ, ରିଙ୍କି ସାହୁ, ଅନୁଶୟା ସାମଲ, ସୁରମା ପୋଢ଼, ଲକ୍ଷ୍ମୀପ୍ରିୟା ସାହୁ, ଶିବ ଦିୱାନ୍, ସୋମିତ୍ର ଜତି, ସନ୍ତୋଷ ଡାଲୁଆ, ଚିତ୍ତ ଭୋଇ, ସୁଜୟ ପାଣିଗ୍ରାହୀ, ଗୁର୍ଦିପ୍ ଗିଲ୍ ପ୍ରମୁଖ ସାମିଲ ଥିଲେ ।
ସମ୍ବଲପୁର-ସଞ୍ଜିବ ପାଣିଗ୍ରାହୀ -ସାମ୍ବାଦିକ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like