-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

ଖେଳପଡିଆର ମରାମତି ନିମନ୍ତେ ଯୁବ ଖେଳାଳୀ ପହଂଚଲେ ବିଡ଼ିଓ ଙ୍କ ନିକଟକୁ

31-Aug-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା  ଜଡାମୁଣ୍ଡା ଖେଳପଡିଆ ର ମରାମତି ନିମନ୍ତେ ଖେଳାଳୀ ପହଂଚିଥିଲେ ବିଡ଼ିଓ ଙ୍କ ପାଖକୁ l ସୂଚନାରୁ ପ୍ରକାଶ ଯେ ଗତ ଅଗଷ୍ଟ ୭ ତାରିଖ ରେ  ବିଭିନ୍ନ କାର୍ଯ୍ୟକ୍ରମ ସାରି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ 5 ଟି ସଚିବ ଭି. କେ ପାଣ୍ଡିଆନ ଜଡାମୁଣ୍ଡା  ଖେଳପଡିଆ ରେ l ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅନେକ ଲୋକଙ୍କ ସମାଗମ ହୋଇଥିଲା ହେଲେ ଉକ୍ତ କାର୍ଯ୍ୟକ୍ରମ ଶେଷ ପରେ ଗୋଡି ମାଟି ହେବାସହ କଦର୍ଯ୍ୟ ହୋଇ ପଡ଼ିରହିଛି ଖେଳ ପଡ଼ିଆଟି l ଜଡାମୁଣ୍ଡା ସହ ଆଖପାଖ ଗ୍ରାମର ର ଅନେକ ଯୁବ ଖେଳାଳୀ ଖେଳିବା ପାଇଁ ନିର୍ଭର କରନ୍ତି ଏହି ଖେଳପଡିଆ ଉପରେ ହେଲେ ବର୍ତମାନ ପଡିଆ ର ଅବସ୍ଥା ଶୋଚନୀୟ l ଏଣୁ ଖେଳପଡିଆର ମରାମତି ନିମନ୍ତେ ଲୋଇସିଂହା ବିଡ଼ିଓ ଶ୍ରୀ ଆକାଶରଞ୍ଜନ ସାହୁ ଙ୍କୁ ଲିଖିତ ଅଭିଯୋଗ ଜଣାଇବା ସହ ଖୁବଶୀଘ୍ର ମରାମତି ନ ହେଲେ ଆଗାମୀ ଦିନରେ ରାଜରାସ୍ତା କୁ ଓଲ୍ଲାଇବୁ ବୋଲି ଜଡ଼ାମୁଣ୍ଡା ଗ୍ରାମ ର ସରୋଜ ପଧାନ, ପ୍ରେମରାଜ ପଧାନ, ଦେବାରଚନ ବାଗ, ଗିରଧାରୀ ପଧାନ ସହ ଅନେକ ଯୁବ ଖେଲାଳୀ ଚେତାବନୀ ଦେଇଛନ୍ତି l ଏହାର ଜବାବରେ ବିଡ଼ିଓ ଶ୍ରୀ ସାହୁ ଉକ୍ତ ଖେଳପଡିଆ ଖୁଵଶୀଘ୍ର ମରାମତି କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk