-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ରାଜନୀତି

ରକ୍ଷାବନ୍ଧନ କେବଳ ଭାଇ ଭଉଣୀ ଙ୍କ ସୁରକ୍ଷା ପାଇଁ ନୁହେଁ ଭାରତ ମାତା ଙ୍କ ସୁରକ୍ଷା ପାଇଁ ପାଳନ ହୁଏ

01-Sep-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣପୁର ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ସ୍ୱଚ୍ଛ ଭାରତ  ତରଫରୁ ଏକ ନିଆରା ଢଙ୍ଗରେ ଜିଲ୍ଲା ଭିନ୍ନ କ୍ଷମ ବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ସହିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମ  ଆୟୋଜନ କରିଥିଲେ ।  ସଂଗଠନର ମହିଳା ସ୍ବେଛାସେବୀ ଇନ୍ଦୁମତୀ ପୁରୋହିତ,  ସଂଗୀତା ନାଏକ ଓ ବିଦ୍ୟାଳୟ ଶିକ୍ଷୟିତ୍ରୀ ପଦ୍ମିନୀ ସାହୁ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କୁ ଫୁଲ ଚନ୍ଦନ ଆରତୀ ବନ୍ଦାପନା କରି ରକ୍ଷା ବନ୍ଧନ କରିଥିଲେ l  ଭଗବାନ ଙ୍କ ଏ ଅନଵୈଦ୍ୟ ସୃଷ୍ଟିରେ ସମସ୍ତ ପ୍ରାଣୀ ଭଗବାନ ଙ୍କ ବର ଦାନ ଅଟେ l ତା ମଧ୍ୟରେ ଦିବ୍ୟlଙ୍ଗ  ଛାତ୍ରଛାତ୍ରୀ ଵା ପ୍ରତିଭା ଙ୍କୁ  ଭଗବାନ ସ୍ୱତନ୍ତ୍ର ବିବ୍ୟ ଦୃଷ୍ଟି ପ୍ରଦାନ କରିଥାନ୍ତି l ଏମାନଙ୍କ ଏ ପ୍ରତିଭା ବଳ ରେ ଭୀମ ଭୋଇ ଙ୍କ ଭଳି ଜଣେ ଜଣେ କାଳଜୟୀ  ହୋଇ ପାରିବେ ବୋଲି ଆଜିର ମୁଖ୍ୟ ଅତିଥି ପୋଲିସ ଆର ଆଇ ସରୋଜ ବେହେରା, ମୁଖ୍ୟ ବକ୍ତା ପ୍ରଦୀପ ପୁରୋହିତ, ଅତିଥି  ପଠାନ କୁମାର ପଣ୍ଡା, ସାୟଦ ଅଲିମୁଲ ଇସଲାମ ମତ ରଖିଥିଲେ l ଏବଂ ଏ ମହାନ ସଂସ୍କୃତି ପରମ୍ପରା ରକ୍ଷା ବନ୍ଧନ ପାଳନ କେବଳ ଭାଇ ଭଉଣୀ ଙ୍କ ସୁରକ୍ଷା ପାଇଁ ନୁହେଁ ଭାରତ ମାତା  ଙ୍କ ଆମ ଦେଶ ର ସୁରକ୍ଷା ପାଇଁ ଆଜିର ର ଦିନ ରେ ସଂକଳ୍ପ

ନେବା ଉଚିତ ବୋଲି କହିଥିଲେ l    ଅନ୍ୟ ମାନଙ୍କ ମଧ୍ୟରେ  ପୁଷ୍ପକ ରାୟ , ଦୁର୍ଯ୍ୟନୀ ସାହୁ, ରାକେଶ ନାଗ, ପ୍ରମୋଦ ସାହୁ, ଗରିବ ଲୋଇ, ଅଶୋକ ହୋତା, ତରଣୀ ମେହେର, ସୁଶାନ୍ତ ସାହୁ, ଜୟନ୍ତ ବେହେରା  ପ୍ରମୁଖ ସ୍ବେଛାସେବୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ଦିବ୍ୟାଙ୍ଗ ଛାତ୍ରୀ ସୋନାଲି କୁମ୍ଭାର ଓ  ଗୁରୁ ପୁଷ୍ପକ କୁମାରଙ୍କ ଭଜନ ସଂଗୀତ ରେ ସମସ୍ତେ ଭାବ ବିହ୍ଵଳ ହୋଇ ଯାଇଥିଲେ l  ରକ୍ଷା ବନ୍ଧନ ପରେ ସମସ୍ତ ଛାତ୍ର ଛାତ୍ରୀ ଙ୍କୁ ମିଷ୍ଟାନ୍ନ ଓ ଜଳ ପାନ ବଣ୍ଟନ କରାଯାଇଥିବା ବେଳେ କ୍ୟାମ୍ପସ ର ବୃକ୍ଷ ମାନଙ୍କ ରେ ମଧ୍ୟ ଅତିଥି ଓ ସ୍ବେଛାସେବୀଙ୍କ ଦ୍ୱାରା ରକ୍ଷା ବନ୍ଧନ କରାଯାଇଥିଲା l  ମନୋରଞ୍ଜନ ତ୍ରିପାଠୀ ଓ ମନୋଜ ପଣ୍ଡା  କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଶେଷରେ  ବିଦ୍ୟାଳୟ ର ଅଧ୍ୟକ୍ଷ ଉତ୍ତମ ଦେହୁରୀ ଧନ୍ୟବାଦ ଅର୍ପଣ କରି ଆଜିର ଏଇ ହିନ୍ଦୁ ପରମ୍ପରା  ଉତ୍ସବ ରେ ସର୍ବ ଧର୍ମ ଲୋକ ଙ୍କ ଉପସ୍ଥିତି ରାଷ୍ଟ୍ରୀୟ ମନୋଭାବକୁ ଦ୍ବିଗୁଣିତ କରିଛି ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like