-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ମେହେର ତଥା ଭୁଲିଆ ସମାଜ ପକ୍ଷରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଧୂମଧାମ ରେ ପାଳିତ

31-Aug-2023



ଆଗଲପୁର, (ବିନୋଦ କୁମାର ଦୀପ)  ଅଜି ଆଗଲପୁର ବ୍ଲକ ର  ଆଗଲପୁର ଦୂର୍ଗମଣ୍ଡପ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଙ୍କ ଜୟନ୍ତୀ ପାଳିତ ହୋଇଥିଲା l ସର୍ବ ପ୍ରଥମେ ପ୍ରାରମ୍ଭିକ ସଙ୍ଗୀତ ଯଥା ବିଶ୍ଵ ଦେଖ ମଧୁମୟରେ ଜୀବନ ସଙ୍ଗୀତ ଗାନ କରାଯାଇ ଗଙ୍ଗାଧର ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରି ସଭା କାର୍ଯ ଆରମ୍ଭ କରଯାଇଥିଲା l ଏହି ଅବସରରେ ସମାଜର ସଭାପତି ଶ୍ରୀ ଗଙ୍ଗାଧର ମେହେର ଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ଏହି ପ୍ରାରମ୍ଭିକ ସଙ୍ଗୀତକୁ ନୋଡାଲ ସ୍କୁଲ୍ ର ଛାତ୍ରୀ ମାନେ ଅତି ସୁନ୍ଦର ଭାବରେ ପରିବେଷଣ କରିଥିଲେ l ଏହି ସଭାରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ  ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ , ମୁଖ୍ୟବକ୍ତା ଭାବରେ ସରସ୍ଵତୀ ନନ୍ଦ, ଓ ପ୍ରଭାତୀ ନନ୍ଦ ଯୋଗ ଦେଇଥିଲେ।ବଲାଙ୍ଗୀର ଜିଲ୍ଲା ର ଭୂଳିଆ ସମାଜ ର ସଭାପତି ହରେକୃଷ୍ଣ ମେହେର ମଞ୍ଚଷିନ ଅତିଥି ଭାବେ ଯୋଗଦେଇ ଥିଲେ l ଆଗଲପୁର ମେହେର ତଥା ଭୂଲିଆ ସମାଜ ର ସଂପାଦକ ପ୍ରଦୀପ ମେହେର ମଞ୍ଚ ପରି ଚାଳନା କରି ଥିଲେ l ସମସ୍ତ ଅତିଥି ମାନଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ଦେଇ କମିଟି ତଥା ଭୁଲିଆ ସମାଜ ର ଭାଇ ମାନେ ସମ୍ମାନିତ କରିଥିଲେ l ସମସ୍ତ ଅତିଥି ମାନେ ଗଙ୍ଗାଧର ଙ୍କ ଜୀବନୀ,ତାଙ୍କ ରଚିତ କାବ୍ୟ,କବିତା ଉପରେ ଆଲୋକପାତ କରିଥିଲେ l ସର୍ବ ପ୍ରଥମେ ଆଜି ସକାଳେ ସ୍ଵଭାବ କବି ଗଙ୍ଗାଧର ମେହେର ଙ୍କ ଜୟନ୍ତୀ ଅବସରରେ ଏକ ଶୋଭାଯାତ୍ରା ଆଗଲପୁର ଅଞ୍ଚଳ ପରିଭ୍ରମଣ କରିଥିଲା l ଗଙ୍ଗାଧର ମେହେର ଅମର ରହେ ଧ୍ବନିରେ ଅଞ୍ଚଳ ପ୍ରକମ୍ପିତ ହୋଇଥିବାର ଦେଖିବାକୁ ମିଳିଥିଲା l ସଭାକାର୍ଯ୍ୟ ସମୟରେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସଭା ଶେଷରେ ସଭାପତି ସମସ୍ତ ଅତିଥିଙ୍କୁ ନିଜର ବହୁମୂଲ୍ୟ ସମୟ ଦେଇ ସଭାକୁ ସାଫଲ୍ୟ ମଣ୍ଡିତ କରିଥିବାରୁ ଧନ୍ୟବାଦ ଦେଇଥିଲେ। ଶେଷରେ ମୁଖ୍ୟବକ୍ତା ଙ୍କ ଦ୍ଵାରା ଲେଖା ହୋଇଥିବା କିଛି ପୁସ୍ତକ ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚନ କରା ଯାଇଥିଲା l ଏହି କାର୍ଯ୍ୟକ୍ରମରେ ହଜାର ହଜାର ସଂଖ୍ୟାରେ ଲୋକେ ରୁଣ୍ଡ ହୋଇ କାର୍ଯ୍ୟକ୍ରମ କୁ ବେଶ୍ ଆନନ୍ଦରେ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like