-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ରାଜ୍ୟ

ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ୧୬୨ତମ ଜୟନ୍ତୀ ପାଳିତ

01-Sep-2023




ବ୍ରହ୍ମପୁର, ଓଡ଼ିଆ ବାଣୀଭଣ୍ଡାରକୁ ଋଦ୍ଧିମନ୍ତ କରିଥିବା କାଳଜୟୀ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଭଳି ବହୁ ସାହିତି୍ୟକ, କବିଙ୍କ ଲେଖନୀ ଚାଳନା ଯୋଗୁଁ ଆଜି ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିପାରିଛି ବୋଲି ବକ୍ତାମାନେ ମତ ଦେଇଛନ୍ତି ଓଡ଼ିଶାର ସର୍ବପୁରାତନ ସାହିତ୍ୟ ସମ୍ବାଦପତ୍ର ନବୀନ ଅନୁଷ୍ଠାନ ବିଭିନ୍ନ କାଳଜୟୀ ଲେଖକଙ୍କୁ ସମ୍ମାନ ଓ ସ୍ମୃତିରକ୍ଷା ପାଇଁ ଉଦ୍ୟମ କରିବା ବିଷୟକୁ ସେ ପ୍ରଶଂସା କରି ଗଙ୍ଗାଧରଙ୍କ ସାହିତ୍ୟ କୃତିର ପ୍ରାସଙ୍ଗିକତା ଓ ଉପଯୋଗୀତା ଉପରେ ଉପାଦେୟ ବ୍ୟକ୍ତବ୍ୟ ରଖିଥିଲେ ନବୀନ ଭବନ ପରିସରରେ ନବୀନର ସମ୍ପାଦକ ତଥା ପ୍ରତିଷ୍ଠାନର ସଭାପତି ରବି ରଥଙ୍କ ପୌରାହିତ୍ୟରେ ଅନୁଷ୍ଠିତ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜୟନ୍ତୀ ସମାରୋହରେ ପ୍ରତିଷ୍ଠାନର ସଭାପତି ତଥା ନବୀନର ସମ୍ପାଦକ ରବି ରଥ ଅଧ୍ୟକ୍ଷତା କରିଥିଲେ ମୁଖ୍ୟବକ୍ତା ଯୋଗ ଦେଇ ଓଡିଶାର ସ୍ବନାମଧନ୍ୟ କବି, ସାହିତି୍ୟକ, ବାଗ୍ମୀ କୃଷ୍ଣ ଚନ୍ଦ୍ର ତ୍ରିପାଠୀ ଗଙ୍ଗାଧରଙ୍କ ଜୀବନୀଉପରେ ବ୍ୟାପକ ଆଲୋକପାତ କରିଥିଲେ ଅତିଥି ଭାବେ ନବୀନ ସାହିତ୍ୟ ପ୍ରତିଷ୍ଠାନର ଉପଦେଷ୍ଟା ଡ଼. ଡ଼ମ୍ବରୁଧର ସାହୁ, ସମାଜସେବୀ ରାମକୃଷ୍ଣ ପାତ୍ର, ନାଟ୍ୟକାର ତଥା କବି ପ୍ରମୋଦ କୁମାର ପଣ୍ଡା, ବଂଶୀଧର ସେଠୀ, ଅବନୀ ଗୟା ଯୋଗ ଦେଇ ବକ୍ତବ୍ୟ ରଖଥିଲେ 
ଅନ୍ୟମାନଙ୍କ ମଧ୍ୟରେ ନବୀନର ପ୍ରକାଶିକା ମଞ୍ଜୁ ରଥ, ଇଂ. ମାନସ ରଂଜନ ତ୍ରିପାଠୀ, ଗାନ୍ଧୀ କଲେଜ ଅଧ୍ୟକ୍ଷ ଶାନ୍ତନୁ କୁମାର ଦାଶ, ବିିଶିଷ୍ଟ ଶିକ୍ଷାବିତ୍‌ ଡ଼. ରବିନ ଚନ୍ଦ୍ର ସାହୁ, ସାମ୍ବାଦିକ ପବିତ୍ର କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି କବି ମେହେରଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ  ଅନୁଷ୍ଠାନର ସହଯୋଗୀ ଶିକ୍ଷାବିତ ରଞ୍ଜନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ପ୍ରଥମେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ସାହିତି୍ୟକ, ଲେଖକ ତଥା ସମ୍ପାଦକ ଡ଼. ଜୟନ୍ତ ମହାପାତ୍ରଙ୍କ ବିୟେଗରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇ ସ୍ବର୍ଗତ ଆତ୍ମାର ସଦଗତି କାମନା କରାଯାଇଥିଲା ।
(ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀ ଙ୍କ ରିପୋର୍ଟ )

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like