-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧର ସାହିତ୍ୟରେ ମହିଳା ସଶକ୍ତିକରଣର ବାର୍ତ୍ତା ପ୍ରଷ୍ପୁଟିତ ହୋଇ ରହିଛି

01-Sep-2023



 

ସମ୍ବଲପୁର(ବଡତୁରାଙ୍ଗ):ବିଶେଷତ ନାରୀ ଚରିତ୍ର ପ୍ରତି ଧ୍ୟାନ ନିବିଷ୍ଟ ହେଲେ ଗଙ୍ଗାଧର ମେହେରଙ୍କ ଚିନ୍ତା ଚେତନା ଭିତରେ ସ୍ୱତଃ ଦାମ୍ପତ୍ୟ ପ୍ରେମର ଅମନ୍ଦ ମନ୍ଦାକିନୀର ଧାରାଟିଏ ପ୍ରବାହିତ ହୋଇଥିବାର ଲକ୍ଷ କରାଯାଏ।ପ୍ରୀତିର ପ୍ଲାବନରେ ପ୍ଲାବିତ ହୋଇଛନ୍ତି ଚରିତ୍ର ରାଜି।କବିଙ୍କ ନାରୀ ଚରିତ୍ର କେଉଁଠି ସହନଶୀଳତା ମମତାମୟୀ ତ କେଉଁଠି ପ୍ରେମ ତରଙ୍ଗିଣୀ ତ ଆଉ କେଉଁଠି ପ୍ରଭୂ ଆଜ୍ଞା ପାଳନକାରୀ ଭିନ୍ନମତାର ସ୍ୱାଦ ବାରି ହୋଇପଡେ। ଗଙ୍ଗାଧରଙ୍କ "ରସ ରତ୍ନାକର" ଠାରୁ  "ଭାରତ ଭାବନା" ପର୍ଯ୍ୟନ୍ତ ବହୁ ଚରିତ୍ର ସଞ୍ଚରଣଶୀଳ ଓ ଜୀବନଧର୍ମୀ,ପ୍ରାଣସ୍ୱର୍ଶ୍ୱୀ ସହିତ ଭାବ ମାଧୁର୍ଯ୍ୟ। ସାମ୍ପ୍ରତିକ ସମାଜ ଗଠନ ଦିଗରେ କବିଙ୍କ କଳ୍ପିତ ଚାରିତ୍ରିକ ବୈଶିଷ୍ଟ୍ଯ କେବଳ ମାର୍ଗଦର୍ଶନ ହୋଇନି ବରଂ ମହିଳା ସଶକ୍ତିକରଣର ମଧ୍ୟ ବାର୍ତ୍ତା ଦେଉଛି ବୋଲି ଆଜି ଯୁଯୋମୁରା ବ୍ଲକ ବାହାମ ପଞ୍ଚାୟତର ବଡତୁରାଙ୍ଗ ଠାରେ ଗଙ୍ଗାଧରଙ୍କ ଷଷ୍ଟ ତମ ଜୟନ୍ତୀ ସଭାରେ ବକ୍ତା ମାନେ ମତ ପୋଷଣ କରି ମେହେର ସାହିତ୍ୟ ପଟ୍ଟାନ୍ତର ନାହିଁ ବୋଲି କହିଛନ୍ତି।

      ଭୁଲିଆ ସମାଜ ପକ୍ଷରୁ ଆୟୋଜିତ ଜୟନ୍ତୀ ସଭାରେ ଡାକ୍ତର ରାଜକୁମାର ବଡପଣ୍ଡା ମୁଖ୍ୟ ଅତିଥି,ଗୀତିକାର ଅଧ୍ୟାପକ ଜତିନ୍ଦ୍ର ପ୍ରଧାନ ମୁଖ୍ୟବକ୍ତା,ଭୁଲିଆ ସମାଜ ଝାରସୁଗୁଡା ସଂଯୋଜକ ପବିତ୍ର ମେହେର ସମ୍ମାନୀତ ଅତିଥି ଓ ଡାକ୍ତର ରାଜାରାମ ଷଡଙ୍ଗୀ ସମ୍ମାନୀତ ବକ୍ତା ଭାବେ ଯୋଗଦେଇ ଗଙ୍ଗାଧର ମେହେରଙ୍କୁ ସଂଘର୍ଷର ସାରଥୀ,ବ୍ରହ୍ମା,ଈଶ୍ୱର,ଅମଳିନ ବ୍ୟକ୍ତିତ୍ୱ,ନାରୀ ସଶକ୍ତି କରଣର କର୍ଣ୍ଣଧାର,ପ୍ରାଚୟ ପରମ୍ପରାର ସୃଜନଶୀଳ ସ୍ରଷ୍ଟା ଭାବେ ଅବିହିତ କରିଥିଲେ। ସମାଜ ସଭାପତି ସଞ୍ଜୟ ମେହେରଙ୍କ ଅଧ୍ୟକ୍ଷତା ଓ  କିଶୋର ମେହେରଙ୍କ ସଂଯୋଜନାରେ ସଭା ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଗଙ୍ଗାଧରଙ୍କ ପ୍ରତିମୂର୍ତ୍ତିରେ ଧୂପ ଦୀପ ପ୍ରଜ୍ଜଳନ ସହ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସଭା ପ୍ରାରମ୍ଭରେ ବର୍ଷା,ବୈଶାଲୀ,ଜ୍ୟୋତି,ସ୍ୱୀଟି ଓ ରାଣୀ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଏହି ଅବସରରେ ପରିଧି ମେହେର,ସିଦ୍ଧିସ୍ମିତା ମେହେର ପ୍ରମୂଖଙ୍କ ସହିତ ସ୍ୱୟଂ ଏକାଡେମୀ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଏହାକୁ ଦାମୋଦର ମେହେର,ଶିବ ମେହେର,ଭୋଜରାଜ ମେହେର,ଶଙ୍କର ମେହେର,ପୁଟୁରୁ ମେହେର,ବିଜୟ ମେହେର ପ୍ରମୂଖ  ପରି ଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବିନାଶ ଶର୍ମା, ବାହାମ ସରପଞ୍ଚ ସରସ୍ୱତୀ ଭୋସାଗର,ସମିତି ସଦସ୍ୟ ପ୍ରଫୁଲ୍ଲ ମଗର,ସାମ୍ବାଦିକ ସୁବାଷ ନାଥ ଶର୍ମା, ଦୁଷ୍ମନ୍ତ ନାଥ ଶର୍ମା,ଆଶୁତୋଷ ପଣ୍ଡା,ଦେବାନନ୍ଦ ଭୋସାଗର ପ୍ରମୂଖ ବିଶିଷ୍ଟ ଅତିଥି ଉତ୍ସବରେ ଯୋଗଦାନ କରିଥିଲେ।
ସମ୍ବଲପୁର ରୁ ସଂଜୀବପାଣିଗ୍ରାହୀ ସାମ୍ବାଦିକ 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like