-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ସହରରେ ପୁଣି ହତ୍ୟା, ଭୁଜାଲି ମାଡ଼ରେ ଜଣେ ମୃତ

13-Dec-2020



(ପ୍ରେରଣା ଖବର) ସମ୍ବଲପୁର: ରବିବାର ସଂଧ୍ୟାରେ ସମ୍ବଲପୁର ସହରରେ ପୁଣି ଏକ ହତ୍ୟାକାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସନ୍ଧ୍ୟା ୮ଟା ୧୦ରେ ଟାଉନ୍ ଥାନା ଅନ୍ତର୍ଗତ ସଞ୍ଜିବନୀ ନର୍ସିଂହୋମ୍ ନିକଟରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମୁଦିପଡ଼ାର ମିଟୁ ଓରଫ ଭୀମସେନ ଗୁରୁ (୪୫)ଙ୍କୁ ଭୁଜାଲି ମାଡ଼ କରି ହତ୍ୟା କରାଯାଇଛି। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ମିଟୁଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମିଟୁଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ଟାଉନ୍ ପୁଲିସ୍ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳକୁ ଯାଇ ପୁଲିସ୍ ଛାନ୍‌ଭିନ୍‌ ଆରମ୍ଭ କରିଛି। ତେବେ ଖବର ଲେଖାହେବା ଯାଏ ମିଟୁଙ୍କୁ ହତ୍ୟା କରିଥିବା ଦୁର୍ବୃତ୍ତଙ୍କ ପରିଚୟ ମିଳିପାରିନି। ସଦର ଏସ୍ଡିପିଓ ତପନ ମହାନ୍ତି, ଟାଉନ୍ ଥାନା ଅଧିକାରୀ ରମେଶ ଦୋରା ଓ କ୍ଷେତରାଜପୁର ଥାନା ଅଧିକାରୀ ମମତା ନାଏକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଯେଉଁ ସ୍ଥାନରେ ମିଟୁକୁ ଭୁଜାଲି ଭୁସି ହତ୍ୟା କରାଯାଇଛି ସେହି ଦୋକାନ ପରିସର ରକ୍ତ ରଞ୍ଜିତ ହୋଇଯାଇଛି। ସୋମବାର ସକାଳୁ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବ। ଏହାପରେ ମିଟୁର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଜଣାପଡ଼ିଛି।ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ, ରବିବାର ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ସମୟରେ ମିଟୁ ନିଜର ଏକ ସହଯୋଗୀ ସହ ମିଶି ସଞ୍ଜିବନୀ ନର୍ସିଂହୋମ୍ ନିକଟସ୍ଥ ଗୁଡ୍ଡୁ ଚା’ ଦୋକାନକୁ ଯାଇଥିଲେ। ସେଠାରେ ଉଭୟେ ବସି ଚା’ ପିଉଥିବା ସମୟରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍ରେ ଆସି ସେଠାରେ ପହଞ୍ଚିଥିଲେ। କେହି କିଛି ବୁଝିବା ପୂର୍ବରୁ ସେମାନେ ଏକ ଲୁହା ପାଇପ୍ରେ ମିଟୁ ମୁଣ୍ଡକୁ ପଛପଟୁ ଆକ୍ରମଣ କରିଥିଲେ। ମିଟୁ ତଳେ ପଡ଼ିଯିବା ପରେ ତାଙ୍କ ଛାତି, ପେଟ ଓ ବେକମୁଣ୍ଡାରେ ଭୁଜାଲି ମାଡ଼ କରି ଦୁର୍ବୃତ୍ତମାନେ କ୍ଷେତରାଜପୁର ରେଳ ଷ୍ଟେସନ୍ ପଟକୁ ଫେରାର୍ ମାରିଥିଲେ। ଦୂରରେ ଥାଇ ଲୋକେ ଏହି ଘଟଣା ଦେଖୁଥିଲେ ସୁଦ୍ଧା ଆକ୍ରମଣକାରୀ ମାରଣାସ୍ତ୍ର ଧରି ଉପସ୍ଥିତ ଥିବାରୁ କେହି ପାଖକୁ ଯିବାକୁ ସାହସ କରି ନଥିଲେ। ଶେଷରେ ସେମାନେ ଯିବା ପରେ କିଛି ଯୁବକ ରକ୍ତାକ୍ତ ଅବସ୍ଥାରେ ମିଟୁକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like