-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କନ୍ଧମାଳରେ ଟିଫିନ ବୋମା ସାମଗ୍ରୀ ସହ ଆଇଇଡି ଜବତ, ଟାର୍ଗେଟରେ ଥିଲେ ବିଏସ୍‌ଏଫ୍‌ ଜବାନ

01-Sep-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳରୁ ଶୁକ୍ରବାର ଟିଫିନ ବୋମା ସାମଗ୍ରୀ ଜବତ ହୋଇଛି। ଏଥିରେ ଲାଗିଥିବା ସରଞ୍ଜାମ ମଧ୍ୟରେ ଏକ ଷ୍ଟିଲ୍‌ ଟିଫିନ, ୫୦ ଗ୍ରାମ ଜିଲୋଟିନ୍, ୬ ଭୋଲ୍‌ଟର ବ୍ୟାଟେରୀ, ଜରି ଟ୍ୟାପ୍‌ ଓ ୨୦ ମିଟର ବିଦ୍ୟୁତ୍ ତାର ଓ ବ୍ଲେଡ ଜବତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡ଼ିଙ୍ଗିଆ ପଞ୍ଚାୟତର କିଆମୁଣ୍ଡା ଗ୍ରାମ ନିକଟ

ଟିକରାପଦର ଠାରେ ବିଏସଏଫ ଏବଂ ଏସଓଜି ଜବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ଏକ ଗଛ ନିକଟରେ ଟିଫିନ ବୋମା ସାମଗ୍ରୀ ପଡି ରହିଥ‌ିବା ଦେଖିବାକୁ ମିଳିଥିଲା । ଟିଫିନ ବୋମା ପ୍ରସ୍ତୁତି ଚାଲିଥିବା ବେଳେ ସୁରକ୍ଷା ବାହିନୀ ପହଞ୍ଚି ଯିବାରୁ ପ୍ରସ୍ତୁତକାରୀ ଜିନିଷ ଛାଡି ଦେଇ ଚାଲି ଯାଇଥବା ଅନୁମାନ କରାଯାଉଛି।ବିଏସ୍‌ଏଫ୍‌ର ଡଗ୍‌ ସ୍କ୍ୱାଡ୍‌ ଓ ବୋମା ନିଷ୍କ୍ରିୟକାରୀ ଦଳ ଏହି ବୋମାକୁ ଠାବ କରିଥିଲେ। ପରେ ଏହାକୁ ବେଶ୍ ସତର୍କତାର ସହିତ ନିଷ୍କ୍ରିୟ କରାଯାଇଥିଲା।କମ୍ବିଂ ଅପରେସନରେ ନିୟୋଜିତ ବିଏସ୍‌ଏଫ ଜବାନ ମାନଙ୍କୁ ଟାର୍ଗେଟ କରି ନକ୍ସଲ ମାନେ ଏହି ଆଇଇଡି (IED) ଖଞ୍ଜିଥିବା କୁହାଯାଉଛି। ପ୍ରକାଶ

ଥାଉକି, କିଆମୁଣ୍ଡା ଅଞ୍ଚଳରେ ଗତ ଦିନରେ ମାଇନ ବିସ୍ଫୋରଣରେ ଜଣେ ସ୍ଥାନୀୟ ଯୁବକ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ। ଗୋଚ୍ଛାପଡା ଅଞ୍ଚଳରେ ମଧ୍ୟ ବହୁ ସଂଖ୍ୟକ ମାଓ ଲିଫଲେଟ ମଧ୍ୟ ପଡିଥିବା ଦେଖିବାକୁ ମିଳିଥିଲା। ଏସବୁ ଘଟଣା ସମ୍ପୃକ୍ତ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ଓ ଗତିବିଧ‌ିକୁ ପ୍ରମାଣିତ କରୁଛି। ସୁରକ୍ଷା ବାହିନୀ ପକ୍ଷରୁ ଏହି ଅଞ୍ଚଳରେ କୁମ୍ବିଂ ଅପରେସନ କୁ ଜୋରଦାର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like