-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଡ୍ରାଇଭର ମହାସଂଘ ପକ୍ଷ ରୁ ଡ୍ରାଇଭର ଦିବସ ପାଳିତ ଓ ରକ୍ତ ଦାନ ଶିବିର

01-Sep-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଓଡିଶା ଡ୍ରାଇଭର ମହାସଂଘ ସୋନପୁର ଶାଖା ପକ୍ଷ ରୁ ଆଜି ବଡ଼ ଝିଙ୍କି ଠାରେ ଥିବା ଡ୍ରାଇଭର ୟୁନିଅନ ଅଫିସ ଠାରେ ଡ୍ରାଇଭର ଦିବସ ମହା ସମାରୋହ ରେ ପାଳିତ ହୋଇ ଯାଇଛି l ଏହି ଅବସର ରେ  ସଂଘ ପକ୍ଷ ରୁ ଏକ ବଡ ପଟୁଆର ରେ ଶହଶହ ଡ୍ରାଇଭର ମାଆ ସୁରେଶ୍ୱରୀ ମନ୍ଦିରରୁ ବାହାରି ଝିଙ୍କି ସ୍ଥିତ ନୂତନ ଅଫିସ କୁ  ଶୋଭା ଯାତ୍ରାରେ ବାହାରି ଥିଲେ । ଏହି ଅବସରରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି ୩ଜଣ ମହିଳା ରକ୍ତଦାତା ଙ୍କ ସମେତ ସମୁଦାୟ ୪୬ୟୁନିଟ ରକ୍ତ ସଂଗ୍ରହ କରା ଯାଇଛି  l ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡା ପାଲି ତରଫରୁ  ଚକ୍ଷୁ ଚିକିତ୍ସା ଶିବିର ସମେତ କିୟୁରବl ସଂସ୍ଥା ପକ୍ଷ ରୁ ମାଗଣା ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ମଧ୍ୟ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ରୂପେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା, ସମ୍ମାନିତ ଅତିଥି ଭାବେ ଏ ଡି ଏମ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ

ଡ୍ରାଇଭର ମାନଙ୍କ ବିଭିନ୍ନ ସମସ୍ୟା ର ସମାଧାନ ଲାଗି ପ୍ରଶାସନ ପକ୍ଷ ରୁ ପ୍ରତିଶୁତି ଦେଇ ସଂଘ ର ନୀତି ଆଦର୍ଶ ଉପରେ ସଂସ୍କାର ଆଣିବାକୁ ଏବଂ ପ୍ରଥମେ ନିଜେ ନିଜକୁ ଫିଟ  ଓ ସୁରକ୍ଷିତ  ରଖି ସାଧାରଣ ଜନତା ଙ୍କ ଜୀବନ ସୁରକ୍ଷା ପାଇଁ ଉତ୍ତମ ସେବା ଦେବାକୁ ଓ ନିଜ  ପ୍ରତି  ଲୋକ ଙ୍କ ଆସ୍ଥାଭାଜନ ବୃଦ୍ଧି କରିବାକୁ ଅନେକ ପରାମର୍ଶ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ଜିଲ୍ଲାର ଓଡ଼ିଶା ଡ୍ରାଇଭର  ମହାସଂଘ ର ଉପ ସଭାପତି ଜ୍ୟୋତି ରଂଜନ  ପଧାନ, ବ୍ଲକ ସଭାପତି ନରୋତ୍ତମ ନନ୍ଦ ପରିଚାଳନା କରିଥିବା ବେଳେ ଭରତ ଗଡ଼ିଆ, ବେଦବ୍ୟାସ କର୍ମୀ,ବିକାଶ ନାଏକ, ବଳରାମ ସ୍ନିଙ୍ଘ,ହରିଶ  ଠାକୁର ପ୍ରମୁଖ ଜିଲ୍ଲାର କର୍ମକର୍ତ୍ତା ସମେତ ବ୍ଲକ ର ସମସ୍ତ  ଡ୍ରାଇଭର ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ର ଉଦଯାପନୀ ଉତ୍ସବ

ରେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ସେନା କର୍ମଚାରୀ ପ୍ରାକ୍ତନ ସୁବେଦାର ଅଶ୍ୱିନୀ ହୋତା, ମନୋରଞ୍ଜନ ତ୍ରିପାଠୀ ଯୋଗ ଦେଇ ଆୟୋଜକ ତଥା ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ l ରକ୍ତ ଦାତା ସଂଘ ସଭାପତି ମନୋଜ ପଣ୍ଡା ଙ୍କ ତତ୍ୱାବଧାନ ରେ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like