-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ କୁଶ ଜୟନ୍ତୀ ପାଳିତ

01-Sep-2023



ବଲାଙ୍ଗୀର(ପ୍ରେରଣା ଖବର ): ଗତକାଲି ସଂଧ୍ୟାରେ ସ୍ଥାନୀୟ ପେଲେସ ଲାଇନ୍ ଠାରେ କୁଶ ଜୟନ୍ତୀ ପାଳିତ ହୋଇଯାଇଛି । ମର୍ଯ୍ୟାଦା ପୁରୁଷ ରାମଚନ୍ଦ୍ର ଙ୍କ ଜୈଷ୍ଠ ପତ୍ର କୁଶ ଙ୍କ ଜୟନ୍ତୀରେ ବକ୍ତା ଭାବରେ ଶିଦ୍ଧେଶ୍ୱର ପାଣିଗ୍ରାହୀ, ବଲାଙ୍ଗୀର ନାଗରିକ କମିଟିର ସଂପାଦକ ମନୋରଂଜନ ସାହୁ ଯୋଗ ଦେଇ ଆଜିର ଯୁଗରେ କୁଶଙ୍କ ପରି ଯୋଦ୍ଧାଙ୍କ ଆଦର୍ଶ  ଓ ବିଚାର ଅନେକ ପ୍ରାସଙ୍ଗିକତା ରହିଛି ବୋଲି କହିଥିଲେ । ଆଗକୁ କୁଶ ଜୟନ୍ତୀଙ୍କୁ ଆହୁରି ବ୍ୟାପକ ଭାବରେ ପାଳନ କରିବାକୁ ମତପ୍ରକାଶ ପାଇଥିଲା । ଅନ୍ୟତମ ଅତିଥି ଭାବରେ ସୁଶୀଲ କୁମାର ଭୋଇ, ସୂଚନା ଅଧିକାର କର୍ମୀ ନୀଳମଣି ଯୋଷୀ, ସୁଶୀଲ କୁମାର ଭୋଇ, ବିମଳ ଚନ୍ଦ୍ର ଚୋପଦାର, କାଳିନ୍ଦ୍ରି ମାଝୀ, ସାମ୍ବାଦିକ ରଘୁ ନନ୍ଦନ ସିଂହ, ସାମ୍‌ାଜିକ କର୍ମୀ ସତ୍ୟ ବନଛୋର ପ୍ରମୁଖ ଯୋଗ ଦେଇ କୁଶଙ୍କ ଯୁଦ୍ଧ କୌଶଳ ଓ ପରାକ୍ରମ ସଂପର୍କରେ ଆଲୋକପାତ ଥିଲେ । ସଭାକୁ ସାମ୍ବାଦିକ ସତ୍ୟନାରାୟଣ ପାଣିଗ୍ରାହୀ ସଂଯୋଜନା କରିଥିବା ବେଳେ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ ଧନ୍ୟବାଦ ଅର୍ପଣ କରିଥିଲେ । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like