-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲାପାଳ ଓ କୃଷୀ ଅଧିକାରୀ ଙ୍କୁ ଚାଷୀ ମାନଙ୍କୁ ବିହନ ଯୋଗେଇ ଦେବା ପାଇଁ ଦାବି ପତ୍ର ପ୍ରଦାନ l

01-Sep-2023



ଭବାନୀପାଟଣା(ତ୍ରିନାଥ ବେଶ୍ରl )
ନାଗରିକ ବିକାଶ ସଂଗଠନ କଳାହାଣ୍ଡି, ଓଡିଶା ଶ୍ରମଜିବୀ ମଞ୍ଚ ଓ ମହିଳା ଶ୍ରମଜିବୀ ମଞ୍ଚ ଓଡିଶା, ଆତ୍ମଶକ୍ତି ଟ୍ରଷ୍ଟ ଦ୍ଵାରା ଆରମ୍ଭ ହୋଇଥିବା କୃଷିକ୍ରାନ୍ତି ଅଭିଯାନର ପ୍ରତିନିଧିଙ୍କ ପକ୍ଷରୁ ଆଜି ଶୁକ୍ରବାର କଳାହାଣ୍ଡି ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ବିହନ ଯୋଗାଣ ନିମନ୍ତେ ଦାବୀ ପତ୍ର ପ୍ରଦାନ କରାଯାଇଛି। ଏଥିରେ 2ୟ ଫସଲ ଚାଷ ପାଇଁ ଠିକ୍ ସମୟରେ ବିହନ ବଣ୍ଟନ ତଥା ବିଶେଷ କରି ଅକ୍ଟୋବର 15 ତାରିଖ ପୂର୍ବରୁ କୃଷକ ମାନଙ୍କୁ ଗୁଣାତ୍ମକ ବିହନ ଯୋଗାଣ ପାଇଁ ଦାବୀ କରାଯାଇଛି। ଅକ୍ଟୋବର ମାସରେ ବିହନ ପାଇଥିବା କୃଷକ ମାନେ ଚାଷରୁ ଅଧିକ ଲାଭ ପାଉଥିବାରୁ ମୁଗ, ବିରି, ହରଡ, କୋଳଥ, ସୋରିଷ ଏବଂ ଚଣା ପରି ବିଭିନ୍ନ ଫସଲକୁ ପୂରଣ କରିବା ପାଇଁ ବିଭିନ୍ନ ବିକଳ୍ପ ବିହନର ବ୍ୟବସ୍ଥା କରିବାକୁ ଅନୁରୋଧ କରାଯାଇଛି। କୃଷକ ମାନଙ୍କୁ ସେମାନଙ୍କ ନିର୍ଦ୍ଧିଷ୍ଟ ଆବଶ୍ୟକତା ଏବଂ ଆଞ୍ଚଳିକ ପରିସ୍ଥିତି ଅନୁଯାୟୀ ଫସଲ ଚୟନ କରିବାକୁ ସଶକ୍ତ କରିବାରେ ସହଯୋଗ କରିବ ଏବଂ ସେମାନଙ୍କ ଅମଳ ଓ ଆୟ ବୃଦ୍ଧି କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, କୃଷିକ୍ରାନ୍ତି ଅଭିଯାନ କୃଷକ ମାନେ ପ୍ରତିଦିନ ହେଉଥିବା ଆହ୍ବାନର ମୁକାବିଲା କରିବା ଓ ସେମାନଙ୍କର ପ୍ରଗତି ଏବଂ ସମୃଦ୍ଧି ପାଇଁ କାର୍ଯ୍ୟ କରୁଛି।  କୃଷକ ମାନଙ୍କୁ ସଶକ୍ତ କରିବା ଏବଂ କୃଷି ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଗୁଣାତ୍ମକ ବିହନର ଠିକ୍ ସମୟରେ ଉପଲବ୍ଧତା ଏବଂ ବିବିଧତା ପାଇଁ ଚେଷ୍ଟା ଜାରି ରଖିଛି। ଦ୍ଵିତୀୟ ଫସଲକୁ ପ୍ରୋତ୍ସାହିତ କରିବାରେ ଓଡ଼ିଶା ସରକାରଙ୍କ ପ୍ରୟାସର ସଫଳତାକୁ ଚାଷିଙ୍କ ପାଖରେ ପହଞ୍ଚାଇବା ପାଇଁ କୃଷି କ୍ରାନ୍ତି ଅଭିଯାନର ଲକ୍ଷ୍ୟ ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like