-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଅପରାଧ

ପୋଲିସ ହାତରେ ଗିରଫ ହେଲା କୁଖ୍ୟାତ ଅନ୍ତଃଜିଲ୍ଲା ଡକାୟତ ଶିବ ଶରଭଙ୍ଗ

01-Sep-2023



ବଲାଙ୍ଗିର /  ଆଜି ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ପୋଲିସ ବିଭିନ୍ନ ରାହାଜାନୀ କେସରେ ସମ୍ପୃକ୍ତ ଥିବା ମୁଦାଲା ତଥା କୁଖ୍ୟାତ ଅନ୍ତଃଜିଲ୍ଲା ଡକାୟତ ଶିବ ଶରଭଙ୍ଗ(୩୭) ପି. କବି ଶରଭଙ୍ଗ ଗ୍ରାମ-ଚାର୍ନିଆପାଳି, ଥାନା-ତରଭା, ଜିଲ୍ଲା-ସୁବର୍ଣ୍ଣପୁର କୁ ନିଜ ଉଦ୍ୟମରେ ଗିରଫ କରି ଆଜି ମାନ୍ୟବର କୋର୍ଟକୁ ପଠା ଯାଇଛି । ସେ ପୁଇଁତଳା ଥାନା କେସ ନମ୍ବର ୬୭/୨୦୨୩ ରେ ଗତ ୧୭.୦୩.୨୦୨୩ ରିଖ ମଙ୍ଗଳାମୁଣ୍ଡା ଗ୍ରାମ ନିକଟରେ ଭାରତ ମାଇକ୍ରୋ ଫାଇନାନ୍ସର ଲୋକମାନଙ୍କ ଠାରୁ ଭୟଭୀତ ଏବଂ ମାରପିଟ କରି ସେ ଏବଂ ତାର ସାଥୀ ମାନେ ଫାଇନାନ୍ସ କମ୍ପାନୀର କର୍ମଚାରୀ ମାନଙ୍କ ଠାରୁ ୮୦୦୦୦ ଟଙ୍କା, ଗୋଟିଏ ଟେବଲେଟ, ଗୋଟିଏ ବୟୋ ମେଟ୍ରିକ ସ୍କେନର ଏବଂ ଦୁଇ ଗୋଟି ମୋବାଇଲ ଫୋନ ଲୁଟ କରିଥିଲେ । ଲୁଟ ହୋଇଥିବା ଟେବଲେଟ ଆଜି ତା ଠାରୁ ଜବତ କରାଯାଇଛି । ଶିବ ଶରଭଙ୍ଗ ବଲାଙ୍ଗୀର ଜିଲ୍ଲା ତଥା ଆଖ ପାଖ ଜିଲ୍ଲାରେ ପ୍ରାୟ ୨୫ ରୁ ଉର୍ଦ୍ଧ ରାହାଯାନୀ କେସରେ ସମ୍ପୃକ୍ତ ଅଛି । ତାଙ୍କର ମୁଖ୍ୟ ଲକ୍ଷ୍ୟ କେବଳ ଟଙ୍କା କଲେକ୍ସନ କରି ଫେରୁଥିବା ମାଇକ୍ରୋ ଫାଇନାନ୍ସ ପିଲା ମାନଙ୍କୁ ଭୁଜାଲି, ଖଣ୍ଡା ଦେଖାଇ ଲୁଟ କରିବା । ତାଙ୍କର ଅନ୍ୟାନ୍ୟ ସହଯୋଗୀ ମାନଙ୍କୁ ମଧ୍ୟ ଧରିବା ପାଇଁ ଉଦ୍ୟମ କରା ଯାଉଥିବା ପୁଇଁତଳା ପୋଲିସ ସୂଚନା ଦେଇଛି l

(ଚିତ୍ରସେନ ବେହେରା ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like