-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୋଖରିରେ ବୁଡି ଜଣେ ମୃତ,ଜଣେ ଗୁରୁତର

02-Sep-2023



 

ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ କର୍ଡାପାଲ ଗ୍ରାମରେ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀ ରେ ବୁଡି ଜଣକ ଙ୍କ ମୃତ୍ୟୁ ହୋଇଥିବା ‌ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି।ମୃତ ବ୍ୟକ୍ତି ଜଣକ ହେଲେ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଅନ୍ତର୍ଗତ ଭରତାପୁର ଗ୍ରାମ ପଞ୍ଚାୟତ ର ବିଶ୍ଵନାଥପୁର ଗ୍ରାମର ଉଦ୍ଧବ ପଧାନ(୮୦) ବୋଲି ଜଣା ପଡିଛି l ମିଳିଥିବା ସୂଚନା ମତେ ମୃତକ ଉଦ୍ଧବ ଓ ତାଙ୍କ ସ୍ତ୍ରୀ ମାଳତୀ ପଧାନ ଗୁରୁବାର ଦିନ କର୍ଡାପାଲ ଗ୍ରାମ କୁ ଆସିଥିଲେ। କର୍ଡାପାଲ ଗ୍ରାମ ର ତାଙ୍କ ଜ୍ବାଇଁ ବାଇଧର ବିଶ୍ବାଳ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଏବେ ବୌଦ୍ଧ ରେ ଡ଼ାଇଲୋଷିସ ହେଉଛନ୍ତି l ତାଙ୍କୁ ଦେଖିବାକୁ ଉଭୟ ସ୍ବାମୀ ଓ ସ୍ତ୍ରୀ ଆସିଥିଲେ l ଉଭୟ ସ୍ବାମୀ ସ୍ତ୍ରୀ ମଧ୍ୟାହ୍ନ ରେ ଗ୍ରାମର ପାନଖିଆ ବନ୍ଧ କୁ ଗାଧୋଇବାକୁ ଯାଇଥିଲେ l ଗାଧୋଇବା ବେଳେ ସ୍ବାମୀ ଉଦ୍ଧବ ଙ୍କ ଗୋଡ ଖସି ଯିବାରୁ ସେ ପାଣିରେ ବୁଡି ଯାଇଥିଲେ l ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ସ୍ତ୍ରୀ ମାଳତୀ ମଧ୍ୟ ଗୁରୁତର ହୋଇପଡ଼ିଥିଲେ l ଖବର ପାଇ ବୀରମହାରାଜପୁର ବ୍ଲକ୍ ଉପାଧ୍ୟକ୍ଷ ନାରାୟଣ ଲୁହା ଅଗ୍ନିଶମ ବାହିନୀ କୁ ଖବର ଦେଇ ଘଟଣା ସ୍ଥଳରେ ପହଞ୍ଚି ଥିଲେ l  ଉଭୟଙ୍କୁ ଉଦ୍ଧାର କରି ବୀରମହାରାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା l ଡାକ୍ତର ଉଦ୍ଧବ ଙ୍କୁ ମୃତ ଘୋଷଣା କରିଥିଲେ l ଖବର ଲେଖାଯିବା ପର୍ଯ୍ୟନ୍ତ ମୃତକଙ୍କ ସ୍ତ୍ରୀ ର ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା ଜଣାପଡିଛି l ପୋଲିସ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପରେ  ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି l ଏନେଇ ବୀରମହାରାଜପୁର ଥାନାରେ କେସ ନଂ ୧୭/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଥାନା ଅଧିକାରିଣୀ ରଜେଶ୍ୱରୀ ଭୋଇ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like