-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଲକ୍ଷ୍ୟରୁ ଦୂରରେ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା

02-Sep-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ଗାଁ ପରିବେଶ ସୁସ୍ଥ ରହିଲେ ପଞ୍ଚାୟତ ସୁସ୍ଥ ରହିବ। ପଞ୍ଚାୟତ ସୁସ୍ଥ ରହିଲେ ରାଜ୍ୟ ସୁସ୍ଥ ରହିବ। ଏହି ଲକ୍ଷ୍ୟ ନେଇ ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଗାଁ କଲ୍ୟାଣ ସମିତି ଭଲି ମହତ୍ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଗାଁର ସ୍ବାସ୍ଥ୍ୟ,ପରିମଳ, ଅପପୁଷ୍ଟି, ଶିଶୁ ମୃତ୍ୟୁ ଏବଂ ମାତୃ ମୃତ୍ୟୁହାରରେ ବ୍ରେକ ଲଗାଇବା ଯୋଜନାର ମୁଖ୍ୟ ଲକ୍ଷ୍ୟ। କିନ୍ତୁ ସଚେତନତା ଅଭାବରୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ଗାଁ କଲ୍ୟାଣ ସମିତି ଲକ୍ଷ୍ୟ ଠାରୁ ଦୂରେଇ ଯାଇଛି। ଗାଁ କଲ୍ୟାଣ ପାଇଁ ଗଠନ ହୋଇଥିବା ସମିତି ନିଜର ନୈତିକ ଦାଇତ୍ୱକୁ ସଠିକ ଢଙ୍ଗରେ କାର୍ଯ୍ୟ କରିବାରେ ବିଫଳ ହୋଇଛି। ଏପରି ସ୍ଥିତିରେ ଏହି ପାଣ୍ଠି କେଉଁ କାମରେ ଲାଗୁଛି ତା'ର ସବିଶେଷ ଯାଞ୍ଚ ହେବା ଆବଶ୍ୟକ।୨୦୦୯-୧୦ ରେ ଗାଁ କଲ୍ୟାଣ ସମିତି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ପ୍ରତ୍ୟେକ ରାଜସ୍ବ ଗ୍ରାମକୁ ନେଇ ଗୋଟିଏ ଗାଁ କଲ୍ୟାଣ ସମିତି ଗଠନ କରାଗଲା। ଏଥିପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଗଲା। ବୀରମହାରାଜପୁର ବ୍ଲକ ରେ ପ୍ରତ୍ୟେକ ଗ୍ରାମରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଛି। ଗାଁର ସ୍ବାସ୍ଥ୍ୟ, ପରିମଳ, ଅପପୁଷ୍ଟି, ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସ ଦିଗରେ ସମିତିକୁ ସଚେତନତା ପରେ ମଧ୍ୟ ଏହା ଲକ୍ଷ୍ୟ ଠାରୁ ଦୂରେଇ ଯାଉଥିବା ଲକ୍ଷ୍ୟ କରାଯାଉଛି। ଫଳରେ ବର୍ଷା ଦିନ ପୂର୍ବରୁ ଗ୍ରାମର ଅସ୍ୱାସ୍ଥ୍ୟକର ପରିବେଶ ସୁଧାର ଆସୁନଥିବା ଦେଖିବାକୁ ମିଳିଛି। ୱ।ର୍ଡସଭ୍ୟ ଙ୍କୁ ସମିତିର ସଭାପତି ଏବଂ ଅଙ୍ଗନୱାଡ଼ି କର୍ମୀ ଙ୍କୁ ସମ୍ପାଦକ ଦାୟିତ୍ବ ହସ୍ତାନ୍ତର କରାଯାଇଛି। ‌ ଗାଁର ସ୍ବାସ୍ଥ୍ୟ ପ୍ଲାନ, ରୋଗୀଙ୍କୁ ମେଡିକାଲ ପହଞ୍ଚାଇବା , ଜରୁରୀ ସ୍ବାସ୍ଥ୍ୟ ସେବା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିଶ୍ଚିତ କରିବା ଦିଗରେ କମିଟି ପକ୍ଷରୁ ବ୍ୟାପକ ସଚେତନତା କରାଯିବାକୁ ଲକ୍ଷ୍ୟ ରହିଛି। ପ୍ରତିମାସରେ ବୈଠକ କରାଯାଇ ଖସଡା ପ୍ରସ୍ତୁତି କରାଯିବା, ପ୍ରତି ମାସରେ ପଞ୍ଚାୟତ ବୈଠକ ପଙ୍ଖାନୁପଙ୍ଖ ଆଲୋଚନା ସହ ଖର୍ଚ୍ଚ ବିବରଣୀ ସମୀକ୍ଷା ନିୟମ ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like