-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

02-Sep-2023



 

ଧମା ତା ୦୨/୦୯, ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ଆଜି ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଯୁକ୍ତ ଦୁଇ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଡ. ଶ୍ୟାମ ସୁନ୍ଦର ଧର କହିଥିଲେ ଯେ,କବିଙ୍କ ପ୍ରତିଭା ବିଚାରରେ ତାଙ୍କ ମାତ୍ର କେତେକ କାବ୍ୟକୁ ନେଇ ସମାଲୋଚକମାନେ ବିଶ୍ଳେଷଣ କରୁଛନ୍ତି କିନ୍ତୁ ତାଙ୍କ କ୍ଷୁଦ୍ର କବିତା ଗୁଡିରେ ଯେଉଁ ଗଭୀର ଦର୍ଶନ ରହିଛି ତାହା ଅନେକ ସ୍ଥଳରେ ଲୋକ ଲୋଚନକୁ ଆସି ପାରୁନାହିଁ। ସେ କେବଳ କବିଙ୍କ  'ଅର୍ଘ୍ୟଥାଳୀ' ସଂକଳନର କବିତା ଗୁଡିକୁ ସାତ ଭାଗରେ ବିଭକ୍ତ କରି ଏହାର ସଦୃଷ୍ଠାନ୍ତ ଆଲୋଚନା କରିଥିଲେ।ଓଡିଆ ଅଧ୍ୟାପକ ବଳଦେବ ମହାକୁର ସ୍ୱଭାବ କବିଙ୍କ କାବ୍ୟାଦର୍ଶ ଉପରେ ଆଲୋଚନା କରିଥିବା ବେଳେ  ଅଧ୍ୟାପିକା ଗାୟତ୍ରୀ ଆଚାରୀ ତପସ୍ୱିନୀ କାବ୍ୟରେ ସୀତା ଚରିତ୍ର ଉପରେ ତାଙ୍କ ବକ୍ତବ୍ୟ ରଖିଥିଲେ। ସଭା ପୂର୍ବରୁ ଅଧ୍ୟାପକ ପଣ୍ଡିତ ବ୍ୟାସଦେବ ପଣ୍ଡା ବେଦମନ୍ତ୍ର ପାଠ କରିଥିବା ବେଳେ ଅଧ୍ୟାପିକା ସୁଦିପ୍ତା ଦାଶ ଓ ମୌସୁମୀ ଷଢଙ୍ଗୀଙ୍କ ସଂଯୋଜନାରେ ତ୍ରିଷ୍ନା ସୁନା,ବର୍ଷାରାଣୀ ସାହୁ,ହରିପ୍ରିୟା ପୋଢ,ତିବେଣୀ ପୋଢ ପ୍ରମୁଖ  ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ ଏହି ଅବସରରେ ଛାତ୍ରଛାତ୍ରୀଙ୍କ  ମଧ୍ଯରେ ଗଙ୍ଗାଧର କବିତା ଆବୃତି ପ୍ରତିଯୋଗିତା ଆୟୋଜିତ ହୋଇଥିଲା ଏଥିରେ ରେବତୀ ପଣ୍ଡା, ଶ୍ୟାମ ମେହେର, ବର୍ଷାରାଣୀ ସାହୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଅତିଥିଙ୍କ ଦ୍ୱାରା  ପୁରସ୍କୃତ ହୋଇଥିଲେ। ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର ପ୍ରତିଯୋଗିତା ଓ ପୁରସ୍କାର ବିତରଣୀ କାର୍ଯ୍ଯକ୍ରମକୁ ସଂଯୋଜନା କରିଥିଲେ।ଶେଷରେ ଯୁକ୍ତ ତିନ ସ୍ରୋତର ଅଧ୍ୟକ୍ଷ ଅନିଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ଅନୁଷ୍ଠାନର ଛାତ୍ରଛାତ୍ରୀ ଅଧ୍ୟାପକ ଅଧ୍ୟାପିକାଙ୍କ ସମେତ ପୂର୍ବତନ ପରିଚାଳନା ସମିତିର ସଭାପତି ଦିଲୀପ କୁମାର ମହାପାତ୍ର,ଉପସଭାପତି ପରମାନନ୍ଦ ସିଟ,ସଦସ୍ୟ ତ୍ରିବିକ୍ରମ ମିର୍ଦ୍ଧା,ହରିବୋଲ ସେଠ,ନରେଶ ସେଠ ପୂର୍ବତନ ସଂପାଦକ ରବିନ୍ଦ୍ର ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।ସଞୟ ସାହୁ,ଦିପ୍ତୀରେଖା ପଣ୍ଡା,ସୁଶ୍ରୀତ  ଷଢଙ୍ଗୀ,ସଂଗ୍ରାମ କେଶରୀ ମିଶ୍ର,ରବିଶଙ୍କର ହୋତା ପ୍ରମୁଖ ଅଧ୍ୟାପକ କର୍ମଚାରୀ  କାର୍ଯକ୍ରମରେ ସହଯୋଗ କରିଥିଲେ।
ସମ୍ବଲପୁର ରୁ ସଂଜୀବପାଣିଗ୍ରାହୀ ସାମ୍ବାଦିକ 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like