-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||     

HOME   ଜିଲ୍ଲା

ମୌଳିକ ସୁବିଧା ରୁ ବଞିତ କୁଟନିଝରନ ଗ୍ରାମବାସୀ

02-Sep-2023



ମୁରିବାହାଲ(ସୁଦାମ ଚରଣ ବଘାର ): ମୁରିବାହାଲ ବ୍ଲକ ଅନ୍ତର୍ଗତ ଗୁଡିଘାଟ ପଂଚାୟତ ଅଧିନସ୍ଥ ବାରବନ୍ଧ ଗ୍ରାମ ର କୁଟନିଝରନ ପଡା କୁ ଆଜି ପର୍ୟ୍ଯନ୍ତ କୌଣସି ଭଲ ରାସ୍ତା ଟିଏ ନଥିବା ରୁ ପଡା ବାସୀ ଘୋର ଅସୁବିଧା ର ସମ୍ମୁଖିନ ହେଉଥିବା ଦେଖିବାକୁ ମିଳିଛି। କୁଟନିଝରନ ଠାରେ ପ୍ରାୟ ୨୦ ପରିବାର ବସ ବାସ କରନ୍ତି। ବିଭିନ୍ନ କାମ ପାଇଁ ଦୈନନ୍ଦିନ ରାଣିସିଲେଟ ଗ୍ରାମ ଦେଇ ମୁରିବାହାଲ, ଟିଟିଲାଗଡ଼ ଯିବା ଆସିବା କରନ୍ତି। କୁଟନିଝରନ ଠାରେ ବିଦ୍ଯାଳୟ ନ ଥିବା ଯୋଗୁଁ ପ୍ରାୟ ୧୫ ଜଣ କୁନି କୁନି ଶିଷୁ ରାଣିସିଲେଟ ଗ୍ରାମ କୁ ପାଠ ପଢିବା ପାଇଁ

ଯାଇଥାନ୍ତି ହେଲେ କୁଟନିଝରନ ଓ ରାଣିସିଲେଟ ଗ୍ରାମ ମଧ୍ଯ ରେ ଏକ ପାଣି ନାଳ ଯାଇଥିବାରୁ ଗାଁ ଲୋକେ ତଥା  ଛାତ୍ରଛାତ୍ରୀ ବ୍ରୁନ୍ଦ ବହୁତ ଅସୁବିଧା ର ସମ୍ମୁଖିନ ହୋଇଥିବା ବେଳେ ଗାଁକୁ ଭଲ ରାସ୍ତା ଟିଏ ଓ ନାଳା ରେ ପୋଳ ନିର୍ମାଣ ପାଇଁ ଗ୍ରାମ ବାସୀ ଶୁଭକାନ୍ତି ମାଝି,ଶ୍ଯାମ ଘନ ମାଝୀ, କ୍ରୁଷ୍ନ ମାଝି,ବିରଞ୍ଚି ମାଝି, ସଦାନନ୍ଦ ଠାକୁର, କମଳ ରଣା, ରୁପଧର ମାଝି,ଶୋଭା ଭୋଇ, ନରସିଂହ ମାଝି,ଅମରେଶ ମାଝି, ଉକ୍ତ ମାଝି, ଝଳି ମାଝି, ସୁନା ଫୁଲ ଠାକୁର, ସାବିତ୍ରି ମାଝି, ବୁଡୁ ଭୋଇ ପ୍ରମୁଖ ଦାବି କରିଛନ୍ତି। ଏନେଇ ବଲାଙ୍ଗିର ଜିଲ୍ଲା ପରିଷଦ ଉପାଧକ୍ଷା ମିଥିଳା ମାଝି ଗାଁକୁ ପହଂଚି ଗ୍ରାମବାସୀ ଙ୍କ ସହିତ ଆଲୋଚନା କରିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026

You Might Also Like