-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଦକ୍ଷିଣିପାଲି ରେ ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟିତ

02-Sep-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଦକ୍ଷିଣିପାଲି ଠାରେ ଶନିବାର ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ନାଭାଲ ଟାଟା ହକି ଏସିଇ ଫାଉଣ୍ଡେସନ ର ମିଳିତ ସହଯୋଗରେ ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଶୁକ୍ରବାର ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ ମୁଖ୍ୟ ଅତିଥ୍‌ ଭାବେ ଯୋଗଦାନ ପୂର୍ବକ ଜିଲ୍ଲା ର ଏହି ତୃଣ ମୂଳ ହକି ପ୍ରଶିକ୍ଷଣ କେନ୍ଦ୍ର କୁ ଭିଡିଓ କନଫରରେନସିଙ୍ଗ ମାଧ୍ୟମରେ ଉଦଘାଟନ କରିଥିଲେ l ଆଭାସୀ ଜରିଆରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ରାଷ୍ଟ୍ରୀୟ ସୂଚନା ଓ ବିଜ୍ଞାନ କେନ୍ଦ୍ରର ଭିସି ରୁମରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଲେନ୍ଦୁ ରାୟ ସମେତ ଏଡିଏମ ସୂର୍ଯ୍ୟନାରାୟଣ ଦାସ, ଏଡିଏମ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ପ୍ରମୁଖ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l  ଆଜି ଉକ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ  ଦକ୍ଷିଣିପାଲି ଠାରେ ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ରର ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ , ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ  ,ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ  ,ଉଲୁଣ୍ଡା ବିଡିଓ  କରିସ୍ମା ବେଶ୍ରା, ଜିଲ୍ଲା କ୍ରିଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ରାଜ୍ଯ ତଥା ଜିଲ୍ଲା ହକି ସଂଘ ସଦସ୍ୟ ଅଧ୍ଯାପକ ରାମ କୁମାର ସାହୁ, ସ୍ଥାନୀୟ ସରପଂଚ ପ୍ରଦୀପ ଦେହେରୀ , ଖେଳପ୍ରେମୀ ସନ୍ତୋଷ ଭୁକ୍ତା, ବୁଆଷ ଗୁଡିଆ,

ସରୋଜ ମେହେର, ଶମ୍ଭୁରାଜ କର୍ଣ୍ଣ  ୱାର୍ଡ୍ ସଭ୍ଯ ସୁରଥ କୁମ୍ଭାର ସମେତ ଅଞ୍ଚଳ ର ଶତାଧିକ ଖେଳପ୍ରେମୀ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ। ଅତିଥି ବୃନ୍ଦ ରାଜ୍ୟରେ ହକି କ୍ରୀଡ଼ାର ତୃଣମୂଳ ସ୍ତରରେ ଉନ୍ନତି ସମ୍ପର୍କରେ ବକ୍ତବ୍ୟ ରଖିବା ସହ  ଜିଲ୍ଲାର ଦକ୍ଷିଣିପାଲି ତୃଣମୂଳ ହକି ପ୍ରଶିକ୍ଷଣ କେନ୍ଦ୍ରଦ୍ୱାରା ଜିଲ୍ଲାର ଶତାଧିକ ହକି ଖେଳାଳିଙ୍କୁ ପ୍ରଶିକ୍ଷଣ ଦିଆଯିବା ସହିତ ହକି ଖେଳ ପ୍ରତି ଅନେକ ନୂତନ ସମ୍ଭାବନା ସୃଷ୍ଟି ହୋଇପାରିବ ବୋଲି ଜିଲ୍ଲାପାଳ ଶ୍ରୀ ରାୟ ସୂଚନା ଦେଇଛନ୍ତି। ପରେ ପରେ ଦକ୍ଷିଣିପାଲି ହକି ପଡିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ହକି ମ୍ଯାଚ ସ୍ଥାନୀୟ ହକି ଖେଳାଳିଙ୍କ ମଧ୍ୟରେ ଅନୁଷ୍ଠିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like