-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଫଳ ଚାରା ରୋପଣ ଶୁଭାରମ୍ଭ

02-Sep-2023



 

ସମ୍ବଲପୁର(ପରମାଣପୁର):ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା,ବରଗଡ ଓ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ମାନଙ୍କରେ ଫଳ ଚାରା ରୋପଣ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ ହୋଇଛି। ଏସବିଆଇ, ଭୁବନେଶ୍ବର ସିଏସଆର ଅନ୍ତର୍ଗତ ଏହି ୪ ଜିଲ୍ଲାରେ ୧୦ ହଜାର ଫଳ ଚାରା ରୋପଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଆଜି ପ୍ରଥମ ପର୍ଯ୍ୟାୟରେ ପରମାଣପୁର ଆଦର୍ଶ ବିଦ୍ୟାଳୟ ଓ କୁଚିଣ୍ଡା ଏକଲବ୍ୟ ଆଦର୍ଶ ବିଦ୍ୟାଳୟରେ ୧ ହଜାର ଚାରା ରୋପଣ କରାଯାଇ ଏହାର ଉଦଘାଟନ କରାଯାଇଛି।ଉଭୟ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତା ଓ ନେତୃତ୍ୱରେ ଆୟୋଜିତ ଚାରା ରୋପଣ ଉତ୍ସବରେ ଏସବିଆଇ ଡିଜିଏମ୍ ମନମୋହନ ସ୍ୱାଇଁ ମୁଖ୍ୟଅତିଥି,ଏଜିଏମ ରବିନ୍ଦ୍ର କୁମାର ସେନାପତି ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣର ଉପାଦେୟତା ସଂପର୍କରେ ଆଲୋଚନା କରି ଚାରା ରୋପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ପରିବେଶ ସଂପର୍କିୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ସହିତ ପରିବେଶ ସୃଷ୍ଟି ନେଇ ଶିକ୍ଷାର୍ଥୀ ମାନଙ୍କୁ ଶପଥ ପାଠ କରାଇଥିଲେ । କୃତି ପ୍ରତିଯୋଗିଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଗୁଡିକରେ ପରମାଣପୁର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଛୁରୀଆ,କୁଚିଣ୍ଡା ଅଧ୍ୟକ୍ଷ ଚକ୍ରଧର ମାଝୀ,ସାର୍କ ସଂପାଦକ ଅଶୋକ କୁମାର ପାଣିଗ୍ରାହୀ,ସଂଯୋଜକ ମଧୁସୂଦନ ଚଇନୀ,ସଞ୍ଜିବ କୁମାର ସାହୁ,ମଙ୍ଗଳୁ ଷଣ୍ଢ ପରିଚାଳନା କରିଥିଲେ। ଏଥିରେ ଉଭୟ ଶିକ୍ଷାନୁଷ୍ଠାନର ଶିକ୍ଷାର୍ଥୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମିଳିତ ହୋଇ ଫଳ ଚାରା ରୋପଣ କରିଥିଲେ।
ସମ୍ବଲପୁର ରୁ ସଂଜୀବପାଣିଗ୍ରାହୀ ସାମ୍ବାଦିକ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like