-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜନୀତି

ପି.ଡବ୍ଳୁ.ଡି ରାସ୍ତା ରେ ଗ୍ରାମ ପଞ୍ଚାୟତ ଦ୍ବାରା ନିମ୍ନ ମାନର ଡ୍ରେନ ନିର୍ମାଣ

02-Sep-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର କୋଟି କୋଟି ଟଙ୍କା ଗ୍ରାମ ପଞ୍ଚାୟତ ମାନଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଦେଉଥିବାବେଳେ  ଅଧିକାରୀ ଓ ରାଜନେତା ମିଶି ନିମ୍ନମାନର ନିର୍ମାଣ କାର୍ଯ୍ୟ କରି ଟଙ୍କା ହଡପ କରୁଥିବାରୁ ସେସବୁ ଅଳ୍ପ ଦିନରେ ନଷ୍ଟ ହୋଇଯାଉଛି। ସୂଚନାଯୋଗ୍ୟ ଯେ ବର୍ତ୍ତମାନର ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ କପାଣି ପଞ୍ଚାୟତ ଛୁଇନରା ଗାଁ ରେ ଲୋକଙ୍କ ସୁବିଧା ନିମନ୍ତେ ତିନି ଲକ୍ଷ ଟଙ୍କା ଡ୍ରେନ ନିର୍ମାଣ କାର୍ଯ୍ୟ ପାଇଁ ଆସିଥିବା ବେଳେ ତାହା ଉପଯୁକ୍ତ ସ୍ଥାନରେ ନ ହୋଇ ବେଆଇନ ଭାବେ ପି. ଡବ୍ଲୁ. ଡି ର ଅଜ୍ଞାତରେ  ପି. ଡବ୍ଳୁ.ଡି ରାସ୍ତା ପାର୍ଶ୍ଵରେ ଡ୍ରେନ ନିର୍ମାଣ ଅତି ନିମ୍ନ ମାନର ନିର୍ମାଣ ହୋଇଥିବା ଯୋଗୁଁ ତାହା ଚାରି ମାସ ମଧ୍ୟରେ ଭାଙ୍ଗିବାକୁ ବସିଲାଣି। ଏଠାରେ ପ୍ରଶ୍ନ ଉଠୁଛି ଯେ ଗ୍ରାମ ପଞ୍ଚାୟତ ରେ ଆସୁଥିବା ଉନ୍ନତି ମୂଳକ କାର୍ଯ୍ୟ କୌଣସି ପି, ଡବ୍ଳୁ ଡି ରାସ୍ତା ଉପରେ ସଂଯୋଗ କରାଯାଇ ପାରିବ ନାହିଁ ଯଦି କରିବା ପାଇଁ ବାଧ୍ୟ ହେଉଥିଲେ ପି, ଡବ୍ଳୁ, ଡି ବିଭାଗ ରୁ ଅନୁମତି ନିଆଯାଇଥାଏ। କିନ୍ତୁ ପଞ୍ଚାୟତ ଅଧିକାରୀ ମାନେ ଅନୁମତି

କାହିଁକି ନେଲେ ନାହିଁ? ଏହାର ସତ୍ୟତା ଜାଣିବାକୁ ଆମେ କଣ୍ଟାବାଞ୍ଜି ପି, ଡବ୍ଳୁ ଡି କନିଷ୍ଠ ଯନ୍ତ୍ରୀ ଙ୍କର ପ୍ରତିକ୍ରିୟା ନେଇଥିବା ବେଳେ ସେ କହିଥିଲେ କି ଆମ ଠାରୁ କୌଣସି ଅନୁମତି ନେଇନାହାନ୍ତି। ବେଆଇନ ଭାବେ ନିର୍ମାଣ କରିଥିବା ବେଳେ ଅତି ନିମ୍ନ ମାନର ନିର୍ମାଣ କରାଯିବା ଫଳରେ ଏବେ ତାହା ଭାଙ୍ଗିବାକୁ ବସିଛି। ଏ ବିଷୟରେ ସେତେବେଳେ ଥିବା କନିଷ୍ଠ ଯନ୍ତ୍ରୀ ଙ୍କୁ ପଚାରିବାରୁ ସେ କହିଲେ କି ଏ କାମ ଉପରେ ଅଭିଯୋଗ ଥିବାରୁ ବିଲ୍ ସ୍ଥଗିତ ରଖାଯାଇଛି।ଏହା ଉପରେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like