-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଆଗଲପୁର ଅଂଚଳ ରେ ବଜ୍ରପାତ ରେ ଆଠ ଜଣ ମହିଳା ଗୁରୁତର ଓ ଜଣେ ମୃତ

03-Sep-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବଦୁଳା ପଂଚାୟତ ଅନ୍ତର୍ଗତ ବୁରୋମୁଣ୍ଡା ଗ୍ରାମରେ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ଯୋଗୁଁ ୮ ଜଣ ମହିଳା ଗୁରୁତର ହୋଇଥିବା ସୂଚନା ରୁ ପ୍ରକାଶ l ସଙ୍ଗେ ସଙ୍ଗେ ଖବର ପାଇ ସ୍ଥାନୀୟ ଲୋକେ ଉଦ୍ଧାର୍ କରି ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତି କରିଛନ୍ତି l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଡକ୍ଟର ବେଣୁଧର ପଧାନ ତୁରନ୍ତ ଚିକିତ୍ସା କରି ସେମାନଙ୍କର ଅବସ୍ଥା ସମ୍ପର୍କରେ ବୁଝିଥିଲେ l ଅତି ଦୁଃଖର କଥା ଯେ ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଆମ୍ବୁଲାନ୍ସ ର ଘୋର ଅଭାବ ରହିଛି l ସ୍ୱାସ୍ଥ୍ୟକେନ୍ଦ୍ର ରେ ଥିବା ୨ ଟି ଆମ୍ବୁଲାନ୍ସ ଦୀର୍ଘ 6 ମାସରୁ ଅଧିକ ହେବ ଅଚଳ ହୋଇ ପଡ଼ିଛି l ଲୋକମାନେ ଏ ବିଷୟରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି l ଆମ୍ବୁଲାନ୍ସ ନ ମିଳିବାରୁ ରୋଗୀ ମାନଙ୍କୁ ଡାକ୍ତରଖାନା ଆଣିବାରେ ବହୁତ୍ ଅସୁବିଧା ର ସମ୍ମୁଖୀନ ହେବାକୁ ପଡୁଛି l ସ୍ଥାନୀୟ ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଖବର ପାଇ ସଙ୍ଗେ ସଙ୍ଗେ ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଆସି ଆହତ ମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ l ଏହାସହ କୁଟାସିଂହା ଗ୍ରାମର ଜଣେ ବ୍ୟକ୍ତି ବ୍ରଜାପାତ ର ଶିକାର ହୋଇ ତାଙ୍କୁ ଗୁରୁତର ଅବସ୍ଥା ରେ ଲୋଇସିଂହା ଡ଼ାକ୍ତରଖାନା କୁ ଚିକିତ୍ସl ପାଇଁ ନିଆ ଯାଇଥିଲା, ଡାକ୍ତର ଉକ୍ତ ବ୍ୟକ୍ତି କୁ ଦେଖି ମୃତ ଘୋଷଣା କରିଥିଲେ l ଆଗଲପୁର ସ୍ୱାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା କରି ବଲାଙ୍ଗିର ଡାକ୍ତରଖାନାକୁ ସ୍ଥାନାନ୍ତରଣ କରାଯାଇଥିବା ଡ଼ାକ୍ଟର ଶ୍ରୀ ପଧାନ କହିଛନ୍ତି l ଗୁରୁତର ୨ ଜଣକୁ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗିର କୁ ପଠାଯାଇଛି l ବାକି ଛଅ ଜଣକୁ ଆଉ ଗୋଟେ ଆମ୍ବୁଲାନ୍ସ ଯୋଗେ ନିଆଯିବ ବୋଲି ଡାକ୍ତରଖାନା ଶ୍ରୀ ପଧାନ ସୁଚନା ଦେଇଛନ୍ତି l 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like